ବିଧାୟକ ଭାବେ ଶପଥ ନେଇଛନ୍ତି ଧାମନଗରର ନବ ନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜ । ବିଧାନସଭାରେ ଶପଥ ପାଠ କରାଇଛନ୍ତି ବାଚସ୍ପତି ବିକ୍ରମ ଆରୁଖ । ଧାମନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ବିଜୟୀ ହୋଇଥିଲେ । ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗ ଯୋଗୁଁ ଉପନିର୍ବାଚନ ହୋଇଥିଲା । ଏଥିରେ ବିଜେଡିକୁ ହରାଇ ବାଜି ମାରିଥିଲା ବିଜେପି ।

LEAVE A REPLY

Please enter your comment!
Please enter your name here