ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ବିଜେପି କୃଷକ ମୋର୍ଚ୍ଚାର ଆନ୍ଦୋଳନ । ସମବାୟ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି କୃଷକ ମୋର୍ଚ୍ଚା । ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ପ୍ରତିବାଦ କରିବା ସହିତ ଆନ୍ଦୋଳନ କରିଥିଲେ । ରାସ୍ତାରେ ଧାନ ରଖି ମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି କର୍ମକର୍ତ୍ତା । ଆନ୍ଦୋଳନରତ ବିଜେପି କୃଷକ ମୋର୍ଚ୍ଚା କର୍ମୀଙ୍କୁ ଗିରଫ କରିଥିଲା ପୋଲିସ ।

LEAVE A REPLY

Please enter your comment!
Please enter your name here