ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପରେ ଦିଗ ବଦଳାଇବ । ଦିଗ ବଦଳାଇବା ପରେ ବାତ୍ୟାରେ ରୂପାନ୍ତରିତ ହେବ । ୨୫ ତାରିଖ ସକାଳେ ପଶ୍ଚିମବଙ୍ଗ, ବାଂଲାଦେଶ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here