ସ୍ଥଗିତ ରହିଲା ସିବିଏସଇ ଦ୍ୱାଦଶ ପରୀକ୍ଷା । ଦଶମ ବୋର୍ଡ ପରୀକ୍ଷା ବାତିଲ୍ ହୋଇଛି । କରୋନା ସ୍ଥିତି ପାଇଁ ସିବିଏସଇ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିିଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ମୋଦୀ ଙ୍କ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ହେବ ରେଜଲ୍ଟ ପ୍ରକାଶ । ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନହେବେ ପୁଣି ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେଲା ପରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ ।

LEAVE A REPLY

Please enter your comment!
Please enter your name here