କେନ୍ଦୁଝରରେ ଧରଣୀଧର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୮୧ କୋଟିରେ ନିର୍ମାଣ ହୋଇଛି ଡିଡି ମେଡିକାଲ କଲେଜ ଓ ହସ୍ପିଟାଲ । ପ୍ରଥମ ବର୍ଷର ୧୦୦ ଏମବିବିଏସ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here