ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ ହୋଇଛି । ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ ହେବ । ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଲାଗୁ ହେଲା ଏସମା । ନର୍ସ, ଫାର୍ମାସିଷ୍ଟ, ପାରାମେଡିକାଲ, ଟେକ୍ନିସିୟାନଙ୍କ ପ୍ରତି ଏସମା ଲାଗୁ । ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ମଧ୍ୟ ଲାଗୁ ହେବ ଏସମା । ଜରୁରୀ ସେବାରେ ବ୍ୟାଘାତ ନଘଟାଇବା ପାଇଁ ଲାଗୁ ହୋଇଛି ଏସମା । ସମସ୍ତ ପ୍ରକାର ସରକାରୀ ଚିକିତ୍ସାଳୟରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଲାଗୁ ହୋଇଛି । ଆସନ୍ତା ୬ ମାସ ପର୍ଯ୍ୟନ୍ତ ନିୟମ ଲାଗୁ ହୋଇଥିବାନେଇ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।

LEAVE A REPLY

Please enter your comment!
Please enter your name here