ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । କାଉନସିଲରଙ୍କ ନିମନ୍ତେ ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି ସରକାର । ମୋଟ ୧୭୫୬ ୱାର୍ଡରୁ ୬୬୮ ଅଣସଂରକ୍ଷିତ ନେଇ ଘୋଷଣା । ଏସସିଙ୍କ ପାଇଁ ୧୨୨, ଏସସି ମହିଳାଙ୍କ ପାଇଁ ୧୭୧ ୱାର୍ଡ ସଂରକ୍ଷିତ । ଏସଟିଙ୍କ ପାଇଁ ୪୯, ଏସଟି ମହିଳାଙ୍କ ପାଇଁ ୧୩୩ ୱାର୍ଡ ସଂରକ୍ଷିତ । ମହିଳାମାନଙ୍କ ପାଇଁ ୬୧୩ ୱାର୍ଡ ସଂରକ୍ଷିତ ରହିଥିବା ଘୋଷଣା । ପୂର୍ବରୁ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ପ୍ରକାଶ କରିଥିଲେ ସରକାର ।

LEAVE A REPLY

Please enter your comment!
Please enter your name here