ପଦ୍ମପୁର ଉପନିର୍ବାଚନ ପାଇଁ ରାଜନୀତି ସରଗରମ । ପଦ୍ମପୁରକୁ ଛୁଟିଲାଣି ନେତାଅ ସୁଅ । ଏହାରି ଭିତରେ ବିଜେପିର ବିଧାୟିକା କୁସୁମ ଟେଟେ କହିଛନ୍ତି ଯେ, ପ୍ରଦୀପ ପୁରୋହିତ ହେବେ ବିଜେପି ପ୍ରାର୍ଥୀ । ବିଜେପି ପ୍ରାର୍ଥୀ ୧୪ ତାରିଖରେ ନାମାଙ୍କନ ଭରିବେ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here