ଘୂର୍ଣ୍ଣି ବଳୟ ପ୍ରଭାବରେ ୧୩ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ସୃଷ୍ଟି ପରେ କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗସର ହେବ । ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ୱେଲ ମାର୍କ ଲଘୁଚାପ ଭାବେ ଉପକୂଳ ଛୁଇଁବା ସମ୍ଭାବନା । ଦକ୍ଷିଣଓଡିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟୁଇଟ୍ ଯୋଗେ ସୂଚନା ଦେଇଛି ।