ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁ ଆସନ୍ତା ଆସନ୍ତା ୧୮ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମତ୍ସଜୀବିଙ୍କୁ ସମୁଦ୍ର ଭିତରକୁ ଯିବାକୁ ସତର୍କ ସୁଚନା ଜାରି କରାଯାଇଛି । ୨୧ରୁ ୨୪ ତାରିଖ ମଧ୍ୟରେ ଲଘୁଚାପ ଅଧିକ ଘନିଭୁତ ହୋଇ ଓଡିଶା ଛତିଶଗଡ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here