କ୍ୱାରେଣ୍ଟିନକୁ ଗଲେ ଯାଜପୁରର ୩ ଡାକ୍ତର । ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଏନେଇ ସୂଚନା ଦେଇଛନ୍ତି । ଡାକ୍ତରଙ୍କ ସହିତ ୧୯ ଜଣ ନର୍ସଙ୍କୁ ମଧ୍ୟ କ୍ୱାରେଣ୍ଟିନରେ ରଖାଯାଇଛି । କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନଙ୍କୁ କ୍ୱାରେଣ୍ଟିନରେ ରଖାଯାଇଛି । ଗତକାଲି ୫ ଜଣ ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିଲେ । ଏହାପରେ ଜାଜପୁର ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପଦକ୍ଷେପ ନିଆଯାଇଛି ।

LEAVE A REPLY

Please enter your comment!
Please enter your name here