ଆସନ୍ତା ୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରର ସୂଚନା । ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here