ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଆସନ୍ତା ଆର୍ଥିକ ବର୍ଷ ପାଇଁ 1 ଲକ୍ଷ 70 ହଜାର କୋଟି ଟଙ୍କାର ବଜେଟକୁ ଅନୁମୋଦନ ମିଳିଛି । ଆସନ୍ତା 22 ତାରିଖରେ ବିଧାନସଭାରେ ବଜେଟ ଉପସ୍ଥାପନ ହେବ । ଗତବର୍ଷ 1 ଲକ୍ଷ 50 ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here