ଆସନ୍ତା 16 ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲ ଛୁଟି ରହିବ I ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଆଜି ଏହି ନିର୍ଦେଶ ଦେଇଛନ୍ତି I ଆଜି ରାଜ୍ୟରେ ଅଧିକାଂଶ ସହରରେ ତାପମାତ୍ରା 40 ଡିଗ୍ରୀ ଉପରେ ରହିଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ଲୋକେ ଡହଳ ବିକଳ ହୋଇଛନ୍ତି I ଆସନ୍ତା 16:ତାରିଖ ଯାଏଁ ରାଜ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି I

LEAVE A REPLY

Please enter your comment!
Please enter your name here