ରାଜ୍ୟରେ ଆଉ 67 ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା 170ରେ ପହଞ୍ଚିଛି । ଓମିକ୍ରନ ଚିହ୍ନଟ ସଂପର୍କରେ ଆଇଏଲଏସ ପକ୍ଷରୁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here