ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ 23ଟି ସ୍ଥାନରେ ନିର୍ବାଚନ ବନ୍ଦ ରହିଛି । ଜଣେ ଜିଲ୍ଲା ପରିଷଦ ପ୍ରାର୍ଥୀ, 3 ଜଣ ପଞ୍ଚାୟତ ସମିତି ପ୍ରାର୍ଥୀ, 6 ଜଣ ସରପଞ୍ଚ ପ୍ରାର୍ଥୀ, 13 ଜଣ ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ନିର୍ବାଚନ ବନ୍ଦ ରହିଛି । ପରବର୍ତ୍ତୀ ସମୟରେ ବନ୍ଦ ହୋଇଥିବା ନିର୍ବାଚନ ପାଇଁ ତାରିଖ ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ।

LEAVE A REPLY

Please enter your comment!
Please enter your name here