ନିଟ୍‌-ପିଜି କାଉନସେଲିଂକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଓବିସି ଏବଂ ଇଡବ୍ଲ୍ୟୁଏସ ପାଇଁ ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ ବି କରିଛନ୍ତି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ନେଇଥିଲେ ।

LEAVE A REPLY

Please enter your comment!
Please enter your name here