34.1 C
Bhubaneswar
Tuesday, September 8, 2026
-Advertisement-

CBSE ଢାଞ୍ଚାରେ ଚାଲିବ ନୂଆ ଏକକ ବୋର୍ଡ

ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ଏକକ ବୋର୍ଡ ଅଧୀନରେ ପରିଚାଳନା କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ୪୪ତମ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ଦିବସ ଅବସରରେ ଏନେଇ...

୨୦ ବର୍ଷ ପରେ AFC U20 ଏସୀୟ କପ୍‌କୁ ଫେରିଲା ଭାରତ

ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍‌କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ବାଂଲାଦେଶକୁ ୩-୦ ଗୋଲ୍‌ରେ ପରାସ୍ତ କରିଛି...

ଗୁଆହାଟୀରେ ବୀଭତ୍ସ ହତ୍ୟା; ଫ୍ରିଜ୍‌ରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ

ଆସାମ: ଆସାମର ଗୁଆହାଟୀଠାରେ ଜଣେ ନିଷ୍ଠୁର ସ୍ୱାମୀ ନିଜ ପତ୍ନୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ, ତାଙ୍କ ମୁଣ୍ଡ କାଟି ଏକ ପଲିଥିନ୍ ବ୍ୟାଗ୍‌ରେ ପୂରାଇ ଫ୍ରିଜ୍‌ରେ ଲୁଚାଇ ରଖିଥିବା ପୋଲିସ ଠାବ କରିଛି।...

ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା; ୫ ଏମସିଡି ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ସତ୍ୟ ନିକେତନ ଆବାସିକ କୋଠା ଭୁଶୁଡ଼ିବା ମାମଲାରେ ଦିଲ୍ଲୀ ମହାନଗର ନିଗମର ପାଞ୍ଚ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମସିଡି ଦକ୍ଷିଣ ଜୋନର ଉପାୟୁକ୍ତ ରାକେଶ କୁମାର, ଅଧିକ୍ଷକ ଯନ୍ତ୍ରୀ ରଣବୀର ସିଂହ,...

JNU ପ୍ରଫେସରଙ୍କ ବିରୋଧରେ ୧୧ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ଅଭିଯୋଗ

ନୂଆଦିଲ୍ଲୀ: ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି। ସେମାନେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC)ରେ ଏହି ଅଭିଯୋଗ କରିଥିବା ବେଳେ ଏହାର ତଦନ୍ତ...

ଦିଲ୍ଲୀର ସତ୍ୟ ନିକେତନରେ ଭୁଶୁଡ଼ିଲା ୪ ମହଲା କୋଠା: ୫୦ ଜଣ ଛାତ୍ରଛାତ୍ରୀ ଫସିରହି ଥିବା ଆଶଙ୍କା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅନ୍ତର୍ଗତ ସତ୍ୟ ନିକେତନରେ ଆଜି ଅପରାହ୍ନ ପ୍ରାୟ ୧ଟା ୩୦ରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଧ୍ୱସ୍ତ କୋଠାରେ ବହୁ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି...

ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇବା ପରେ ୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇ ଅତିକମରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଖବର ଅନୁଯାୟୀ, ଶନିବାର ରାତିରେ ଘୂଘର,...

ମହାନନ୍ଦ ଏକ୍ସପ୍ରେସ ଲାଇନଚ୍ୟୁତ, ଟଳିଲା ବଡ଼ ଟ୍ରେନ୍ ଦୁର୍ଘଟଣା

ନୂଆଦିଲ୍ଲୀ: ଆଜି ଭୋର ସମୟରେ ବିହାରର ଆରା ରେଳ ଷ୍ଟେସନ ନିକଟରେ ମହାନନ୍ଦା ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବାରୁ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଅଳ୍ପକେ ଟଳିଛି। ପୂର୍ବ କେନ୍ଦ୍ରୀୟ ରେଳବାଇର ଦାନାପୁର ଡିଭିଜନ ଅନ୍ତର୍ଗତ ଏହି ଘଟଣାରେ...

ମିସ୍ ୱାର୍ଲ୍ଡ- ୨୦୨୬ ମୁକୁଟ ବିଜୟିନୀ ହେଲେ ଜୋହେରୀ ମୋଲା

ନୂଆଦିଲ୍ଲୀ:ଭିଏତନାମ୍‌ରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ ରିପବ୍ଲିକର ସୁନ୍ଦରୀ ଜୋହେରୀ ମୋଲା ଚଳିତ ବର୍ଷର ‘ମିସ୍ ୱାର୍ଲ୍ଡ ୨୦୨୬’ ମୁକୁଟ ନିଜ ନାମରେ କରିଛନ୍ତି l ଏହି ପ୍ରତିଯୋଗିତାରେ...

ମହିଳା ଏସିଆ କପ୍‌ ଟି୨୦ ରେ ପାକିସ୍ତାନ କୁ ହରାଇଲା ଭାରତ

ନୂଆଦିଲ୍ଲୀ: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୧୮.୧ ଓଭରରେ ୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ମୁନିବା ଅଲୀ(୧୩)...
- Advertisement -

Latest article

Patrick Spins Accessibility Features for Disabled Players

ContentsNavigating the Platform with Screen ReadersCustomizing Visual and Auditory SettingsEssential Keyboard-Only NavigationA Breakdown of Accessibility Support ChannelsClaiming Bonuses with Accessibility in MindFuture Developments and...

Woolbet Verification Outside Business Hours

ContentsUnderstanding the Woolbet KYC ProcessWhat "Outside Business Hours" Means at WoolbetStep-by-Step Guide to Submitting DocumentsEstimated Timelines for VerificationCommon Verification Issues and SolutionsMaximizing Your Withdrawal...

Is DiceSpin Legit en Veilig? Volledige Beoordeling van Beveiliging en Licentie

InhoudLicentie en Toezicht: Is DiceSpin een Gereguleerd Casino?Beveiligingsmaatregelen en Data BeschermingBetalingen, Uitbetalingen en Verificatie (KYC)Bonussen en Promoties: De Kleine LettertjesSpelaanbod en Eerlijk SpelConclusie: Ons...