27.8 C
Bhubaneswar
Friday, July 31, 2026
-Advertisement-

ବାରବାଟୀ ଟିକେଟ କଳାବଜାରୀ ମାମଲାରେ ୪ ଗିରଫ

ଆସନ୍ତାକାଲି ବାରବାଟୀରେ ହେବାକୁ ଯାଉଛି ଭାରତ – ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍‌ । ଟିକେଟ କଳାବଜାରୀକୁ ନେଇ ଖବର ସାମ୍ନାକୁ ଆସିବା ପରେ, ଏହି ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛି ବିଡାନାସୀ ଓ ଦରଘା...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ୧୩,୩୫୮ଟି ଅଭିଯୋଗ ଆସିଛି ଏବଂ ସେଥିମଧ୍ୟରୁ ୧୨, ୪୩୨ ଅଭିଯୋଗର ସମାଧାନ ହୋଇ ସାରିଛି ବୋଲି ବିଧାନସଭାରେ ଉତ୍ତର ରଖି ତଥ୍ୟ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ବିଧାନସଭାର ଶୀତ...

ଓଡ଼ିଶାରେ ଡାକ୍ତରଙ୍କ ଘୋର ଅଭାବ

ଓଡ଼ିଶାରେ ଡାକ୍ତରଙ୍କ ଅଭାବ। ଠିକାରେ ଚାଲୁଛି ଡାକ୍ତରୀ ସେବା। ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଆଜି ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରା ପ୍ରଶ୍ନ କରିଥିଲେ କେଉଁ ଜିଲାରେ କେତେ ସଂଖ୍ୟାରେ ଡାକ୍ତର...

ନକଲି ସୁନା ଇଟା କାରବାର,୬ ଦଲାଲ ଗିରଫ

ବାଲେଶ୍ୱର ଜିଲ୍ଲାର ନୀଳଗିରି ଅଞ୍ଚଳରେ ସୁନା ବିସ୍କୁଟ ଲୋଭ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଅଭିଯୋଗରେ ଏବେ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ନୀଳଗିରି ପୋଲିସ।...

ବାରବାଟୀରେ ପହଞ୍ଚିଲେ ଟିମ୍ ଇଣ୍ଡିଆର ଖେଳାଳି

ବାରବାଟୀ ଟି-୨୦ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଖେଳାଯିବ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ । ଷ୍ଟାଡିୟମ ପରିସର...

କ୍ୟାନସଲ୍ ହେଲା ସ୍ମୃତି ମନ୍ଧାନା ଓ ପଲାଶ ମୁଚଲଙ୍କ ବିବାହ

ଶେଷରେ କ୍ୟାନସଲ୍ ହେଲା ସ୍ମୃତି ମନ୍ଧାନା ଓ ପଲାଶ ମୁଚଲଙ୍କ ବିବାହ । ଭାରତୀୟ ମହିଳା କ୍ରିକେଟ୍ ଦଳର ଚର୍ଚ୍ଚିତ ଷ୍ଟାର ଖେଳାଳି ସ୍ମୃତି ମନ୍ଧାନା ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ । ...

ଏସ୍‌ଆଇ ପରୀକ୍ଷା ଘୋଟାଲା:୩ ଜଣଙ୍କୁ ଜେରା

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇ ତଦନ୍ତ ଜାରି ରଖିଛି । ଏବେ ଆଉ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ସିବିଆଇ। ଏସଏସବି ଯବାନ ଅର୍ଜୁନ ନାୟକ ଓ ବିରଞ୍ଚିର ସହଯୋଗୀ ନିମାଇଁ...

ଟି-୨୦ ମ୍ୟାଚ୍ ପୁର୍ବରୁ କମିଶନରେଟ୍ ପୋଲିସର ଟ୍ରାଫିକ କଟକଣା ଜାରି

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ହେବାକୁ ଥିବା ଟି-୨୦ ମ୍ୟାଚ୍ ପୂର୍ବରୁ କମିଶନରେଟ୍ ପୋଲିସ ଆଜି ଏକ ଟ୍ରାଫିକ୍ ପରାମର୍ଶ ଜାରି କରିଛି। ଏହି ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। କାଲି...

ୟୁକ୍ରେନ ଉପରେ ଋଷର ବଡ଼ ଆକ୍ରମଣ

ପୁଣି ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି ଋଷ୍ । ୟୁକ୍ରେନୀୟ ଅଧିକାରୀମାନେ ରିପୋର୍ଟ କରିଛନ୍ତି ଯେ ରୁଷ ସାରା ଦେଶରେ ୫୧ଟି କ୍ଷେପଣାସ୍ତ୍ର ଏବଂ ୬୫୩ଟି ଡ୍ରୋନ୍ ନିକ୍ଷେପ କରିଛି। ୟୁକ୍ରେନୀୟ ବାୟୁସେନା କହିଛି...

ଗୋଆ ଦୁର୍ଘଟଣାରେ ୨୫ ଜଣଙ୍କ ମୃତ୍ୟୁ

ଗୋଆର ଏକ ନାଇଟ୍ କ୍ଲବ୍‌ରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ତଦନ୍ତରୁ ଜଣାପଡିଛି ଯେ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା।ଗୋଆ ଦୁର୍ଘଟଣାରେ ମୋଟ ୨୫ ଜଣଙ୍କର...
- Advertisement -

Latest article

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ...

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...