25.1 C
Bhubaneswar
Tuesday, October 27, 2026
-Advertisement-

ମେଘାଳୟ କୋଇଲା ଖଣିରେ ଘଟିଲା ଭୟାବହ ବିସ୍ଫୋରଣ, ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ

ମେଘାଳୟ ତାଶଖାଇ ଅଞ୍ଚଳର ଏକ କୋଇଲା ଖଣିରେ ହୋଇଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ପକ୍ଷରୁ ରେସକ୍ୟୁ ଅପରେସନ ଆରମ୍ଭ ହୋଇଛି ।ଆଗକୁ...

ଟ୍ରାକରୁ ଖସିଲା ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍

ଯାଜପୁର ରୋଡ୍ ଜଖପୁରା ଷ୍ଟେସନ ନିକଟରେ ଟ୍ରାକରୁ ଖସିଯାଇଛି ଟ୍ରେନ। ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି ଏହା ଫଳରେ ଟ୍ରାକ୍‌ରୁ ୩ଟି ବଗି ଖସିପଡିଛି। ଭଦ୍ରକ ରେସକ୍ୟୁ ଟିମ୍ ସ୍ପଟକୁ ଯାଇ ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି । ଏହି...

ମାଓ ମୁକ୍ତ ଅଞ୍ଚଳ ହେଲା କୋରାପୁଟ

ଆଜିଠାରୁ ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା । ଆଜି ସିପିଆଇ ମାଓବାଦୀ ମମତା ପୋଡ଼ିଆମୀର ଆତ୍ମସମର୍ପଣ ପରେ କୋରାପୁଟ ଜିଲ୍ଲାକୁ ମାଓ ମୁକ୍ତ ଘୋଷଣା କରିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନଓ୍ୱର ବିଶାଳ ସିଂହ । ମମତା...

ବଲାଙ୍ଗୀରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ବଲାଙ୍ଗୀର ତୁରେଇକେଲା ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ତାର ସହପାଠୀମାନେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ବିଦ୍ୟାଳୟରେ ଟ୍ୟୁସନ ସରିବା ପରେ ସହପାଠୀମାନେ ଗଣଦୁଷ୍କର୍ମ କରିଥିଲେ ଏବଂ ଦୁଷ୍କର୍ମ ସମୟର ଭିଡ଼ିଓ ଉତ୍ତୋଳନ କରି...

ଟାରିଫ୍ ହ୍ରାସ ପରେ ମୋଦୀଙ୍କୁ ସମ୍ବର୍ଦ୍ଧିତ କଲା ଏନଡିଏ

ଭାରତ ଉପରେ ଆମେରିକାର ଟାରିଫ୍ ହ୍ରାସ ପରେ ପୁରା ଦେଶରେ ଉତ୍ସାହ ଦେଖିବାକୁ ମିଳିଛି । ଭାରତ-ଆମେରିକା ମଧ୍ୟରେ ବାଣିଜ୍ୟିକ ଚୁକ୍ତି ପରେ ଏନଡିଏ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସଂସଦ ପରିସରରେ ସମ୍ମାନୀତ କରାଯାଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ JE

ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ପ୍ରସାଦ ନାୟକ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JEଙ୍କୁ ଧରିଛି ଭିଜିଲାନ୍ସ ଟିମ୍। ସୂଚନା ଅନୁସାରେ, ମାଲକାନଗିରି TPSODLର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ପ୍ରସାଦ ନାୟକ ଏବଂ ତାଙ୍କ...

ଭାରତ ଉପରୁ ଟାରିଫ କମାଇଲା ଆମେରିକା

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେବାର କିଛି ସମୟ ପରେ, ଆମେରିକା ଭାରତ ଉପରେ ଶୁଳ୍କ ୨୫% ରୁ ୧୮% କୁ ହ୍ରାସ କରିଛି। ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ପୋଷ୍ଟ କରି ଭାରତ ଏବଂ ଆମେରିକା ମଧ୍ୟରେ ଏକ...

ମହାନଦୀ ଜଳ ବିବାଦ: ନବୀନଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ

ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ୨୦୨୬ ବଜେଟ୍‌କୁ ନବୀନ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ପ୍ରଶ୍ନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ...

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ...

ରାଜଧାନୀ ଉପକଣ୍ଠରେ କିନ୍ନରଙ୍କୁ ହତ୍ୟା

ପିପିଲି ଥାନା ଅନ୍ତର୍ଗତ ଉତ୍ତରା ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଛି । ସେଥିପାଇଁ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି କିନ୍ନର ସମାଜ । ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ଏବଂ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...