31.1 C
Bhubaneswar
Tuesday, September 8, 2026
-Advertisement-

୩୫ଟି ପୌରାଂଚଳ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ନୂତନ ଗଠିତ ୨୯ଟି ଏନଏସି ଓ ୬ଟି ମ୍ୟୁନିସପାଲଟିରେ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ମ୍ୟୁନିସପାଲଟି ଆକ୍ଟ-୧୯୫୦ ଓ ଓଡ଼ିଶା ମ୍ୟୁନିସପାଲଟି ରୁଲସ-୧୯୯୪ର ବିଭିନ୍ନ ପ୍ରାବଧାନ ଆଧାରରେ...

ନାଗରିକତ୍ୱ ସ୍ଥିର କରିପାରିବେନି ନିର୍ବାଚନ କମିଶନ:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ସ୍ପଷ୍ଟୀକରଣ କରିଛନ୍ତି ଯେ କୌଣସି ବ୍ୟକ୍ତି ଭାରତର ନାଗରିକ କି ନୁହେଁ, ତାହା ସ୍ଥିର କରିବା ନିର୍ବାଚନ କମିଶନଙ୍କ ଅଧିକାର ଭିତରେ ଆସେ ନାହିଁ। ଭାରତୀୟ ସମ୍ବିଧାନ ନିର୍ବାଚନ କମିଶନଙ୍କୁ...

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ, ଘଟାଇଥାନ୍ତେ ଦେଶବ୍ୟାପୀ ବିସ୍ଫୋରଣ

ଅହମ୍ମଦାବାଦ: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ (JeM)ର ଏକ ମଡ୍ୟୁଲ୍ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଗୁଜୁରାଟ ଆତଙ୍କବାଦ ବିରୋଧୀ ଦଳ (ATS) ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ଏହି ଗିରଫଦାରୀ...

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଅନୁରାଗ କୁମାରଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର: ଗୃହ ମନ୍ତ୍ରଣାଳୟ ୧୯୯୨ ବ୍ୟାଚର ୟୁଟି କ୍ୟାଡରର ଆଇପିଏସ ଅଧିକାରୀ ସତୀଶ ଗୋଲଚାଙ୍କୁ ଦିଲ୍ଲୀ ପୋଲିସ କମିଶନର ପଦରୁ ହଟାଇ ଦେଇଛି। ୧୯୯୪ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଅନୁରାଗ କୁମାରଙ୍କୁ ଦିଲ୍ଲୀର ନୂତନ ପୋଲିସ ଆୟୁକ୍ତ...

ରାଜମହଲର ‘ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରାଜମହଲ ଛକ ନିକଟରେ ଥିବା ଜୋତା ସୋରୁମ ‘ଶ୍ରୀଲେଦର୍ସ’ରେ ଆଜି ସକାଳୁ ସକାଳୁ ନିଆଁ ଲାଗିଯାଇଛି। ଭୋର ପ୍ରାୟ ୫ଟା ସମୟରେ ଏହି ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି...

ଦଳାଚକଟା ମୃତ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡନ: ରଥଯାତ୍ରା ପରିଚାଳନାରେ ବ୍ୟାପକ ତ୍ରୁଟିକୁ ନେଇ ବର୍ଷିଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୮ରୁ ୯ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା। ଭିଡ଼ ଦଳାଚକଟାରେ ଦୁଇ ଜଣଙ୍କ ମୁତ୍ୟୁ ହେବା ସହିତ ଅନେକ ଆହତ ହେବା ନେଇ ଖବର ପ୍ରକାଶ ପାଇଥିଲା l ଶ୍ରଦ୍ଧାଳୁଙ୍କ ମୃତ୍ୟୁକୁ ମୁଖ୍ୟମନ୍ତ୍ରୀ...

ପ୍ରକାଶ ହେଲା NEET-UG ୨୦୨୬ ପରୀକ୍ଷାର ଫଳାଫଳ

ନୂଆଦିଲ୍ଲୀ : ଜୁଲାଇ ୧୬ ତାରିଖରେ NEET-UG ୨୦୨୬ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି | ଦେଶ ବିଦେଶର ୫୫୧ଟି ସହରରେ ୫,୪୪୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ...

ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ କେନ୍ଦ୍ରକୁ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଏବେ ସାରା ଦେଶରେ ଦୃଷ୍ଟି ଆକର୍ଷଣ କରିଛି ସୋନମ ୱାଙ୍ଗଚୁକଙ୍କ ଦୀର୍ଘ ୧୯ ଦିନର ଅନଶନ । ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଏହି ଗମ୍ଭୀର ପରିସ୍ଥିତିକୁ ନେଇ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ...
ରଥଯାତ୍ରା ବେଳେ ଦଳଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ

ସରକାର ଫେଲ୍ : ବଡ଼ଦାଣ୍ଡ ଦଳାଚକଟାରେ ଦୁଇଜଣ ଭକ୍ତଙ୍କ ମୃତ୍ୟୁ

ପୁରୀ: ରଥଯାତ୍ରାରେ ଅଘଟଣ । ଦଳାଚକଟାରେ ଜଣେ ଦୁଇଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ । ବହୁ ଭକ୍ତ ଗୁରୁତର ଆହତ ହୋଇ ପୁରୀ ହସପିଟାଲରେ ଚିକିତ୍ସାଧୀନ । ଭିଡ ନିୟନ୍ତ୍ରଣରେ ବିଫଳ ହେବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା ।...

ବଙ୍ଗୋପସାଗରରେ ଦୁର୍ଘଟଣା, ୫୦୦ରୁ ଅଧିକ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ବଙ୍ଗୋପସାଗରର ମିଆଁମାର ଉପକୂଳରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା ଗଭୀର ସମୁଦ୍ରରେ ବୁଡ଼ି ଯାଇଛି। ଏଥିରେ ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। କୌଣସି ସାମୁଦ୍ରିକ ଦୁର୍ଘଟଣାରେ ଏତେ ସଂଖ୍ୟକ ଜୀବନ ଯିବା ସମ୍ଭବତଃ...
- Advertisement -

Latest article

Warum die AlaWin-Registrierung hängt: Häufige Verzögerungen und Lösungen

InhaltHäufige Gründe für Verzögerungen bei der AlaWin-RegistrierungSchritt-für-Schritt-Anleitung zur problemlosen AnmeldungDie Bedeutung der Kontoüberprüfung (KYC)Probleme mit Boni und Aktionen behebenWas tun, wenn gar nichts mehr...

Casino Privé Pour les Amateurs de Slots : Plongée en Profondeur

Sommaire1. Les Fondamentaux du Casino Privé2. Démarrer son Aventure : Inscription et Vérification3. Explorer l'Offre de Bonus et de Tours Gratuits4. Dépôts et Retraits...

ରାଜନୀତିକ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହେଲେ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ

ଭୁବନେଶ୍ୱର:ବିଜେଡି ର ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ ଦୁର୍ଗା ଛୁରିଆଙ୍କୁ ନିଲମ୍ବନ କରାଯାଇଛି। ସେ କନ୍ଧମାଳ DRCSରେ SARCS ଭାବେ କାର୍ଯ୍ୟ କରୁଥିଲେ। ଏହା ସହିତ ସେ ଭୁବନେଶ୍ୱର...