ଭାରତ ଉପରୁ ଟାରିଫ କମାଇଲା ଆମେରିକା
ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେବାର କିଛି ସମୟ ପରେ, ଆମେରିକା ଭାରତ ଉପରେ ଶୁଳ୍କ ୨୫% ରୁ ୧୮% କୁ ହ୍ରାସ କରିଛି। ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ପୋଷ୍ଟ କରି ଭାରତ ଏବଂ ଆମେରିକା ମଧ୍ୟରେ ଏକ...
ମହାନଦୀ ଜଳ ବିବାଦ: ନବୀନଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ୨୦୨୬ ବଜେଟ୍କୁ ନବୀନ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ପ୍ରଶ୍ନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ...
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ...
ରାଜଧାନୀ ଉପକଣ୍ଠରେ କିନ୍ନରଙ୍କୁ ହତ୍ୟା
ପିପିଲି ଥାନା ଅନ୍ତର୍ଗତ ଉତ୍ତରା ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଛି । ସେଥିପାଇଁ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି କିନ୍ନର ସମାଜ । ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ଏବଂ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ...
ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୦୦ କୋଟିର ଋଣ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାୟଗଡ଼ାରେ ସୁଭଦ୍ରା ଶକ୍ତି ମେଳାର ଉଦଘାଟନ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ଏକ ପ୍ରମୁଖ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିବା ସହ ଜିଲ୍ଲାରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ...
ଚୌଦ୍ଵାର ଜେଲରେ କଏଦୀଙ୍କ ଆତ୍ମହତ୍ୟା
ଚୌଦ୍ଵାର ଜେଲରେ ଜଣେ କଏଦୀ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛି । ଏପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।...
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ ନିୟୋଜିତ କରାଯାଇଛି । ଆଜି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାପରେ ସେଠାରୁ ସିଧା ଲୋକଭବନ...
ବଜେଟରେ ଓଡିଶାକୁ ଗୁରୁତ୍ୱ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ,...
ବଜେଟ୍ ୨୦୨୬-୨୭ରେ ଗରିବ ଓ ଅସହାୟ ମହିଳାଙ୍କ ବିକାଶ ଉପରେ ଅଧିକ ଫୋକସ୍
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ପ୍ରଥମ ବଜେଟରେ ସରକାର ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ପାଇଁ ନିଜର ସଂକଳ୍ପ ଦୋହରାଇଛନ୍ତି। ଏହି ସଂକଳ୍ପକୁ ପୂରା...
ସଂସଦରେ ଉପସ୍ଥାପିତ ହେଲା ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍
ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହୋଇଛି । ଆଜି ୯ମ ଥର ପାଇଁ ନିର୍ମଳା ସୀତାରମଣ ଏହି ବଜେଟ୍ ଆଗତ କରିଛନ୍ତି। ଏଥର ବଜେଟରେ ଅର୍ଥମନ୍ତ୍ରୀ ବିଭିନ୍ନ ବଡ଼ ଘୋଷଣା କରିଛନ୍ତି । ଚଳିତ...


















