ଚାଷୀଙ୍କୁ ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରି
ଭୁବନେଶ୍ୱର: ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର। ରାଜ୍ୟର ଚାଷୀମାନଙ୍କୁ ସଠିକ୍ ସମୟରେ ସାର ଉପଲବ୍ଧ କରାଇବା ଏବଂ ସେମାନଙ୍କୁ କଳାବଜାରୀରୁ ରକ୍ଷା କରିବା ପାଇଁ ଏହା ଏକ ବଡ଼ ପଦକ୍ଷେପ ।...
ଅଯୋଧ୍ୟା ଦାନ ଅର୍ଥ ହେରଫେର ମାମଲାରେ ଅଭିଯୁକ୍ତଙ୍କୁ ଅଯୋଧ୍ୟା ଓକିଲଙ୍କ ଚେତାବନୀ
ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଦାନ ଅର୍ଥ ଦୁର୍ନୀତିକୁ ନେଇ ସ୍ଥାନୀୟ ଅଯୋଧ୍ୟା ବାର୍ ଆସୋସିଏସନ୍ (ଓକିଲ ସଂଘ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି।...
ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର
ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା ଓ ଗଜାନନ ବେଶ ଦର୍ଶନ । ଭୋର ସକାଳୁ ଆରମ୍ଭ ହୋଇଥିବା ପହଣ୍ଡି ସକାଳ ୭ଟା ୨୯ରେ ଶେଷ ହୋଇଛି। ସ୍ନାନବେଦୀରେ ଚତୁର୍ଦ୍ଧାମୁରତି ବିରାଜମାନ କରିଛନ୍ତି। ଭକ୍ତମାନେ ବଡ଼ଦାଣ୍ଡରୁ ମହାପ୍ରଭୁ ଜଗନ୍ନାଥ, ପ୍ରଭୁ...
ମହିଳା ଟି-୨୦ ବିଶ୍ୱକପରୁ ବିଦା ହେଲା ଭାରତ
ନୂଆଦିଲ୍ଲୀ: ରବିବାର ଲର୍ଡ଼ସର ଐତିହାସିକ ମଇଦାନରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଗତଥରର ଚାମ୍ପିଅନ୍ ଅଷ୍ଟ୍ରେଲିଆ, ଭାରତକୁ ୬ ୱିକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୦ ରନ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୧୯ ଓଭରରେ...
ଜଗତସିଂହପୁର ବାଲି ମାଫିଆଙ୍କୁ ବଡ଼ ଝଟକା; ଅଧିକ ବେଆଇନ ବାଲି ଜବତ
ଜଗତସିଂହପୁର: ଜିଲ୍ଲା ପ୍ରଶାସନର ଏକ ସ୍ୱତନ୍ତ୍ର ଟିମ୍ ବିରିଡି ବ୍ଲକ୍ ଅନ୍ତର୍ଗତ ଶଙ୍ଖାରୀସାହି ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ ଭାବେ ଗଚ୍ଛିତ ବାଲି ଜବତ କରିଛି। ମିଳିଥିବା ତଥ୍ୟ ଅନୁଯାୟୀ, ଜବତ ହୋଇଥିବା ବାଲିର ପରିମାଣ ୫୦୦...
ପାଠ୍ୟପୁସ୍ତକ ମହାଘୋଟାଲାରେ ମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ବିଜେଡି
ଭୁବନେଶ୍ୱର: ପାଠ୍ୟପୁସ୍ତକ ଛପାରେ ହୋଇଥିବା ବଡ଼ଧରଣର ତ୍ରୁଟିକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଭୁଲ୍ ବହି ଛପା ଯୋଗୁଁ ସାରା ଦେଶରେ ଓଡ଼ିଶା ନିନ୍ଦିତ ହେବା ପରେ ଏବେ ଶାସକ ଦଳ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛି...
‘ମନ କି ବାତ’ରେ ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ‘ମନ କି ବାତ’ର ୧୩୫ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରି ଭାରତର ବିମାନ ଚଳାଚଳ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ହାସଲ ହୋଇଥିବା ବଡ଼ ସଫଳତା ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,...
ଚୌଦ୍ୱାର ଜେଲ୍ରୁ ସିସି କ୍ୟାମେରା ଫୁଟେଜ୍ ଗାଏବ
କଟକ: ଚୌଦ୍ୱାର ଜେଲ୍ ସିସି କ୍ୟାମେରା ଫୁଟେଜ୍, ଦସ୍ତାବିଜ୍ ଗାଏବ୍ । ଫସିଯିବେ ଜେଲ୍ ଡିଜି, ଅଧୀକ୍ଷକ! ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଏତଲାକୁ ନେଇ ପୁଲିସର ଷ୍ଟେସନ୍ ଡାଏରି । ଚୌଦ୍ବାର ସର୍କଲ ଜେଲ୍ରୁ ଦୁଇ ବିହାରୀ ଅପରାଧୀ...
ମହାରାଷ୍ଟ୍ର ‘ଟିଇଟି’ପେପର ଲିକ୍ ଘଟଣା : ସରକାରଙ୍କୁ କଡା ସମାଲୋଚନା କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ପେପର ଲିକ୍ କାରଣରୁ ମହାରାଷ୍ଟ୍ରରେ ୨୮ ଜୁନ ରବିବାର ଅନୁଷ୍ଠିତ ହେବାକୁ ଥିବା ଟିଚର ଏଲିଜିବିଲିଟି ଟେଷ୍ଟ (ଟିଇଟି) ୨୦୨୬ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଏହାକୁ ନେଇ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ମହାରାଷ୍ଟ୍ରରେ ସରକାରଙ୍କୁ କଡା...
ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ମହିଳା ଉଦ୍ୟମିତା ପ୍ଲାଟଫର୍ମ (WEP)ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଶନିବାର ଦିନ ଆୟୋଜିତ ‘ଉଦ୍ୟମୀ ଓଡ଼ିଶା MSME କାର୍ଯ୍ୟକ୍ରମ’ ତଥା ଅନ୍ତର୍ଜାତୀୟ MSME ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା...


















