ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ମହିଳା ଉଦ୍ୟମିତା ପ୍ଲାଟଫର୍ମ (WEP)ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଶନିବାର ଦିନ ଆୟୋଜିତ ‘ଉଦ୍ୟମୀ ଓଡ଼ିଶା MSME କାର୍ଯ୍ୟକ୍ରମ’ ତଥା ଅନ୍ତର୍ଜାତୀୟ MSME ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା...
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗରେ ଡାକ୍ତରଙ୍କୁ ଆକ୍ରମଣ;AIIMSରେ ଉତ୍ତେଜନା
ଭୁବନେଶ୍ୱର: (AIIMS) ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ମୃତ ରୋଗୀଙ୍କ ସମ୍ପର୍କୀୟମାନେ ଜଣେ ଇଣ୍ଟର୍ଣ୍ଣ ଡାକ୍ତରଙ୍କ ସହ ହସ୍ପିଟାଲ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଡାକ୍ତର ଆହତ ହୋଇଥିବା ସୂଚନା ମିଳିଛି...
ଅପରାଧିକ ମାମଲାରେ ଅଟକ ଥିବା ନବନିଯୁକ୍ତ OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ
ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଭବିଷ୍ୟତରେ ମଧ୍ୟ...
ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଜୀବନ ବଞ୍ଚାଇ ଫେରିଲେ ୬୨ ଓଡ଼ିଆ ଶ୍ରମିକ
ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ ଲିକ୍ ଅଘଟଣରୁ ଜୀବନ ବଞ୍ଚାଇ ଫେରିଛନ୍ତି ୬୨ ଓଡ଼ିଆ ଶ୍ରମିକ । ରାଜ୍ୟ ସରକାର ଚେନ୍ନାଇରୁ ଟ୍ରେନ୍ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ଆଜି ସୁରକ୍ଷିତ ଭାବେ ଭୁବନେଶ୍ୱରରେ ଆଣିଛନ୍ତି । ସେମାନଙ୍କ...
ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି; ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର
ପୁରୀ: ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଚଳିତ ବର୍ଷ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରାୟ ୩ ରୁ ୪ ଲକ୍ଷ ଭକ୍ତଙ୍କ ସମାଗମ ହେବା ନେଇ ଅନୁମାନ କରାଯାଉଛି ।...
ଓଡ଼ିଆ ଝିଅ ଜିତିଲେ ମିସ୍ ୟୁନିଭର୍ସ ଓଡ଼ିଶା ଟାଇଟଲ୍
ମୁମ୍ବାଇ: ଇତିହାସ ରଚିଲେ ୨୨ ବର୍ଷୀୟ ଗଞ୍ଜାମ ଝିଅ ପୁନମ ମହାରଣା । ଓଡ଼ିଆ ଝିଅ ପୁନମ ଜିତିଛନ୍ତି ମିସ୍ ୟୁନିଭର୍ସ ଓଡ଼ିଶା ଟାଇଟଲ୍ । ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସ୍ ୟୁନିଭର୍ସ ଓଡ଼ିଶା ୨୦୨୬ ବିଜୟୀ...
ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲଜୀ ଦେଶାଇ
ଭୁବନେଶ୍ୱର: ଏଆଇସିସି ବରିଷ୍ଠ ନେତା ଲାଲଜୀ ଦେଶାଇଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନୂଆ ପ୍ରଭାରୀଭାବେ ନିଯୁକ୍ତ କରିଛି । ଏହା ତତ୍କାଳ ପ୍ରଭାବରୁ କାର୍ଯ୍ୟକାରୀ ହେବ । ଲାଲଜୀ ଦେଶାଇ ବର୍ତ୍ତମାନ ଅଲ୍ ଇଣ୍ଡିଆ କଂଗ୍ରେସ ସେବା ଦଳର ରାଷ୍ଟ୍ରୀୟ...
ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି
ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ । ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ ହୋଇଛି । ବିଧାନସଭାର କାର୍ଯ୍ୟ ପରିଚାଳନା, ସରକାରୀ ବିଭାଗର...
‘ଅପରେସନ ସିନ୍ଦୂର’ରେ ସହିଦ ହୋଇଥିବା ବୀର ଯବାନଙ୍କ ନାମ ଘୋଷଣା
ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ ସହିଦ ହୋଇଥିବା ୬ ସୈନିକଙ୍କ ନାମ ଘୋଷଣା କଲେ ସରକାର। ସେମାନଙ୍କ ମଧ୍ୟରେ ଅଛନ୍ତି ଭାରତୀୟ ସେନାର ୫ ଯବାନ ଓ ଭାରତୀୟ ବାୟୁସେନାର ଜଣେ। ଅପରେସନ ସିନ୍ଦୂରର ଦୀର୍ଘ ଦିନ ପରେ ସରକାର ଏହି...
ସ୍କୁଲ ବହି ତ୍ରୁଟିକୁ ନେଇ ଆସିଲା ତଦନ୍ତ ରିପୋର୍ଟ :୪ ଅଫିସର ନିଲମ୍ବିତ
ଭୁବନେଶ୍ବର: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି l ୪ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି l ସେମାନେ ହେଲେ ପୂର୍ବତନ ଶିକ୍ଷକଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ (Teachers...
















