25.2 C
Bhubaneswar
Sunday, July 26, 2026
-Advertisement-

ଝାରପଡ଼ା ଜେଲ୍‌ରେ ଏକାସାଙ୍ଗରେ ୭ କଏଦୀ ଅସୁସ୍ଥ

ଭୁବନେଶ୍ୱର: ଗତକାଲି ରାତିରେ ଝାରପଡ଼ାସ୍ଥିତ ସ୍ୱତନ୍ତ୍ର କାରାଗାରରେ ହଠାତ୍ ୭ ଜଣ କଏଦୀ ଅସୁସ୍ଥ ହୋଇପଡିଥିବା ଖବର ଜଣାପଡିଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତୁରନ୍ତ ସେମାନଙ୍କୁ ଭୁବନେଶ୍ୱରର ବିଭିନ୍ନ ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର...

ଶ୍ରୀୟା ଟକିଜ୍ ସାମ୍ନାରେ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ବିରିଆନୀ ବିଲ୍‌କୁ କେନ୍ଦ୍ର କରି ଶ୍ରୀୟା-ସ୍ତୁତି ଫିଲ୍ମ ହଲ୍ ସମ୍ମୁଖରେ ଦେଖିବାକୁ ମିଳିଛି ଆତଙ୍କରାଜ । ଖଣ୍ଡା ଧରି ୪ ଜଣ ଦୁର୍ବୃତ୍ତ ସ୍ଥାନୀୟ ଦୋକାନୀଙ୍କ ଉପରେ ଅତର୍କିତ ଆକ୍ରମଣ କରିବା ସହ ଫାଷ୍ଟଫୁଡ୍ ଷ୍ଟଲ ଗୁଡ଼ିକୁ ହାଣି...

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ ଓଡ଼ିଆ:ଗାୟିକା ଅଳକା ୟାଗନିକ୍ ଙ୍କୁ ମିଳିଲା ପଦ୍ମ ଭୂଷଣ

ନୂଆଦିଲ୍ଲୀ: ୨୦୨୬ର ୨ୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ମଙ୍ଗଳବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିଛନ୍ତି । ଗଣତନ୍ତ୍ର ଦିବସ ପୂର୍ବରୁ ଅର୍ଥାତ ଜାନୁଆରୀ ୨୫ ତାରିଖରେ ୧୩୧ ଜଣ ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା...

କଂଗ୍ରେସ ସଂଗଠନରେ ହେବ ବଡ ପରିବର୍ତ୍ତନ, କେତେକ ରାଜ୍ୟରେ ବଦଳିବେ ପ୍ରଭାରୀ

ନୂଆଦିଲ୍ଲୀ: ଆଗାମୀ ନିର୍ବାଚନଗୁଡ଼ିକୁ ଆଖି ଆଗରେ ରଖି କଂଗ୍ରେସ ଏକ ବଡ଼ ଧରଣର ସାଂଗଠନିକ ଅଦଳବଦଳ କରିବାକୁ ଯାଉଛି। ମିଳିଥିବା ସୂତ୍ରରୁ , ଏହି ପ୍ରକ୍ରିୟାରେ ପ୍ରାୟ ଚାରି ଜଣ କେନ୍ଦ୍ରୀୟ ସାଧାରଣ ସମ୍ପାଦକଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ ଏବଂ...

ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ସମନ୍ୱୟ ବୈଠକ

ପୁରୀ: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ରଥ...

ଜାଲ୍ ଜାତିଗତ ପ୍ରମାଣ ଦେଇଥିବାରୁ ଶିକ୍ଷକ ଚାକିରୀରୁ ବହିଷ୍କୃତ

ଜଗତସିଂହପୁର: ଶିକ୍ଷକ ସୁଶାନ୍ତ କୁମାର ମଣ୍ଡଳ ନକଲି ଜାତିଗତ ପ୍ରମାଣ ଦେଇ ଚାକିରୀ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି । ଏହି କାର୍ଯ୍ୟାନୁଷ୍ଠାନ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗ୍ରହଣ କରାଯାଇଛି । ୨୦୦୬ରେ ଶିକ୍ଷା ସହାୟକ...

ପରୀକ୍ଷାର୍ଥୀଙ୍କ ପାଇଁ ବଦଳିଲା ସୂଚୀ , ୨୮ରେ ଆରଆଇ, ୫ରେ ଓଟିଇଟି

ଭୁବନେଶ୍ୱର: ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବଢ଼ୁଥିବା ଚିନ୍ତାର ଅବସାନ ଘଟିଛି । ଆରଆଇ ପରୀକ୍ଷାର ତାରିଖରେ ପରିବର୍ତ୍ତନ କରାଯାଇଛି । ନୂତନ ସୂଚୀ ଅନୁସାରେ, ଜୁନ୍ ୨୮ରେ ଆରଆଇ ପରୀକ୍ଷା ଆୟୋଜିତ ହେବ । ଅନ୍ୟପଟେ, ଜୁଲାଇ ୫ରେ...

ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ

ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । ଗାଁରେ ଚଢାଉ କରି ଅଭିଯୁକ୍ତଙ୍କ...

କୋଚିଂ ସେଣ୍ଟରରେ ଲାଗିଲା ନିଆଁ :୧୫ ଛାତ୍ର ଜୀବନ୍ତ ଦଗ୍ଧ

ୟୁପି: ଲକ୍ଷ୍ନୌର ଅଲୀଗଞ୍ଜ ଅଞ୍ଚଳରେ ସୋମବାର ଏକ କୋଚିଂ ସେଣ୍ଟରରେ ଭୟଙ୍କର ନିଆଁ ଲାଗିଯିବା ଯୋଗୁଁ ୧୫ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାର ବର୍ଗଙ୍କ...

ଏଣିକି ବହିରେ ରହିବ ବାରକୋଡ୍; ସ୍କାନ୍ କଲେ ମିଳିବ ଭିଡିଓ ଓ ଡିଜିଟାଲ ପାଠ

ଭୁବନେଶ୍ୱର: ତ୍ରୁଟିମୁକ୍ତ ଓ ଗୁଣାତ୍ମକ ପାଠ୍ୟପୁସ୍ତକ ପ୍ରକାଶ ପାଇଁ ଶିକ୍ଷା ବିଭାଗ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଉଛି । ଶିକ୍ଷା ବିଭାଗ ବ୍ୟବସ୍ଥା ଅନୁଯାୟୀ, ପ୍ରଥମେ ପ୍ରତ୍ୟେକ ଜିଲ୍ଲାକୁ ଅଳ୍ପ ସଂଖ୍ୟାରେ ପାଠ୍ୟପୁସ୍ତକ ପଠାଯିବ । ସେହି ବହିଗୁଡ଼ିକୁ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com