24.1 C
Bhubaneswar
Friday, October 30, 2026
-Advertisement-

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ରାଜ୍ୟରେ ଚହଳ ପକାଇଥିବା ବାଲେଶ୍ଵର ଫକୀର ମୋହନ ଛାତ୍ରୀ ମୃତ୍ୟୁ ମାମଲାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ରାଜ୍ୟ ସରକାର ବୁଧବାର ଏହାର ନିର୍ଦ୍ଦେଶ ଦେଇଛନ୍ତି । ଡିଏସପି ଇମନ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ଵ ଦିଆଯାଇଛି । କ୍ରାଇମବ୍ରାଞ୍ଚ...

ଅଧ୍ୟାପକଙ୍କ ନାଁରେ କଳଙ୍କ ସମୀର ସାହୁ

ଗୁରୁଙ୍କ ନାଁରେ କଳଙ୍କ । ଅଧ୍ୟାପନା ନାଁରେ ବ୍ଲାକମେଲ୍‌ କରି ଛାତ୍ରୀଙ୍କ ସହ ରଖୁଥିଲେ ଅନୈତିକ ସମ୍ପର୍କ । ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ପଛର ମୁଖ୍ୟ ଖଳନାୟକ ସମୀର ସାହୁଙ୍କର ଟ୍ରାକ ରେକର୍ଡ କିଛି ଏମିତି ଥିଲା ।...

ରଣକ୍ଷେତ୍ର ପାଲଟିଲା ଲୋକସେବା ଭବନ

ଏଫ୍ ଏମ୍ ସ୍ୱୟଂଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବୁଧବାର ବିଜୁ ଜନତା ଦଳ ବାଲେଶ୍ୱରରୁ ଭୁବନେଶ୍ୱର ଯାଏ ଆନ୍ଦୋଳନର ଡାକରା ଦେଇଛି । ଭୁବନେଶ୍ୱରରେ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିବାବେଳେ...

ବିରୋଧିଙ୍କୁ ଜବାବ ଦେଲେ ମନ୍ତ୍ରୀ ବଞ୍ଚିଥିବା ବେଳେ ଅପମାନିତ କଲେ, ଏବେ ଆନ୍ଦୋଳନ କରୁଛନ୍ତି

ଏଫ୍ ଏମ୍ ସ୍ୱୟଂଶାସିତ ମହାବିଦ୍ୟାଳୟ ମାମଲାରେ ରାଜ୍ୟ ସରକାରଙ୍କୁ ଘେରୁଥିବା ଉଭୟ ବିରୋଧୀ ବିଜେଡ଼ି ଏବଂ କଂଗ୍ରେସକୁ ଦୃଢ଼ ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଝିଅ ବଞ୍ଚିଥିବାବେଳେ ତାକୁ ଅପମାନିତ କଥା କହିବା ପରେ ଏବେ...

ଥାନା ଆଇଆଇସିଙ୍କଠୁ ବିଭାଗୀୟ ମନ୍ତ୍ରୀ .. ସମସ୍ତେ ଦାୟୀ

ଭୁବନେଶ୍ବର - ବାଲେଶ୍ବର ଏଫଏମକଲେଜ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ପାଇଁ ଦାୟୀ କିଏ ? ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହୁଛନ୍ତି, ସରକାର ଅପରାଧୀ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । କଠୋରରୁ ଅତି କଠୋର ଶାସ୍ତି ଦିଆଯିବ ।...

୧୭ରେ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର - ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ପ୍ରଦେଶ କଂଗ୍ରେସ । ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଓ ମୃତ୍ୟୁ ଘଟଣାକୁ ନେଇ ଏହି ଡାକରା ଦିଆଯାଇଛି । ଓଡ଼ିଶା ବନ୍ଦ ସମୟରେ...

ସୌମ୍ୟାଶ୍ରୀ ମୃତ୍ୟୁ ମାମଲାକୁ ନେଇ୨ କୋଟିର ସହାୟତା ରାଶି ଦାବି କଲା ବିଜେଡି

ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ସାରା ରାଜ୍ୟର ରାଜନୀତି । ଏହାକୁ ନେଇ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ବିଧାୟକ...

ପୃଥିବୀକୁ ଫେରିଲେ ଶୁଭାଂଶୁ ଶୁକ୍ଳା

ଭାରତ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନରୁ ଅଧିକ ସମୟ ଅତିବାହିତ କରିବା ପରେ ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳା ପୃଥିବୀକୁ ଫେରିଛନ୍ତି । ସେ ଆକ୍ସିଅମ୍-୪ ମିସନର...

ଜୀବନ ହାରିଲେ ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ

ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଏଫଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ହୋଇଛି । ସୋମବାର ରାତି ୧୧.୪୬ ରେ ଆଖି ବୁଜିଛନ୍ତି ପୀଡ଼ିତା । ଆତ୍ମହତ୍ୟା ଉଦ୍ୟମ କରି ୯୫ ପ୍ରତିଶତ ପୋଡ଼ି ଯାଇଥିଲା ସୌମ୍ୟାଙ୍କ ଶରୀର ।...

ଏମ୍ସ ବର୍ଣ୍ଣ ୱାର୍ଡରେ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଏମ୍ସ ବର୍ଣ୍ଣ ୱାର୍ଡରେ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି ।ତାଙ୍କୁ ଭେଟିବା ସହ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ସେ ପ୍ରଥମେ ଏମ୍ସ ସମାବର୍ତ୍ତନ କାର୍ଯ୍ୟକ୍ରମରେ ଯୋଗଦେଲେ । ସେଠାରୁ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...