ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ HLCA ବୈଠକରେ ୭୬ ହଜାର ୬୧୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର। ଏହାଦ୍ବାରା ୫୦ ହଜାର ୫୧୭ ନିଯୁକ୍ତି ସୃଷ୍ଟି...
ବଦଳି ପାଇଁ ଉପବାଚସ୍ପତିଙ୍କ ଦସ୍ତଖତ ଜାଲ୍ କରି ଫସିଲେ ଦୁଇ ବ୍ଲକ ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର: ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ରାଜ୍ୟ ସରକାରଙ୍କ ଦୁଇଜଣ ଇଞ୍ଜିନିୟର ଜାଲିଆତି କରିଥିବା ଭଳି ସଙ୍ଗୀନ ଅଭିଯୋଗ ଆସିଛି। ଏନେଇ କ୍ୟାପିଟାଲ ଥାନାରେ ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ନିରଞ୍ଜନ କୁମାର ଶ’ ଲିଖିତ ଅଭିଯୋଗ ପରେ...
G7 ଶିଖର ସମ୍ମିଳନୀ: ୧୬ ମାସ ପରେ ମୋଦି-ଟ୍ରମ୍ପ ଭେଟ
ନୂଆଦିଲ୍ଲୀ: ଦୀର୍ଘ ୧୬ ମାସର ବ୍ୟବଧାନ ଓ ଅର୍ଥନୀତିକ ବାଦବିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପରକୁ ଭେଟିଛନ୍ତି। ଫ୍ରାନ୍ସରେ ଆୟୋଜିତ ଜି-୭ ସମ୍ମିଳନୀରେ ଉଭୟ ନେତା ପରସ୍ପର ସହ ହାତ...
ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର କଡା ନିର୍ଦ୍ଦେଶ
ନୂଆଦିଲ୍ଲୀ: ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’ ତାଲିକାରୁ ବାଦ୍ ଦେଇଛି ।...
ନିଟ୍-ୟୁଜି ପୁନଃ ପରୀକ୍ଷା ପାଇଁ କଡ଼ା କଟକଣା: ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ କେନ୍ଦ୍ର ସରକାରଙ୍କ ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲାଗିଛି । NEET UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ...
‘ବିଏଡ୍ ସାର୍ଟିଫିକେଟ୍’ କରାଇଦେବି କହି ଲୁଟିନେଲେ ଲକ୍ଷାଧିକ ଟଙ୍କା
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ସହ ବଡ଼ଧରଣର ଠକେଇ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଆନ୍ଧ୍ରପ୍ରଦେଶରେ ବିଏଡ୍ କରାଇଦେବା ନାଁରେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ୨୦ରୁ ଅଧିକ ଆଶାୟୀଙ୍କଠାରୁ ପ୍ରାୟ ୩୦ ଲକ୍ଷ ଟଙ୍କା ଆଦାୟ କରାଯାଇଥିବା...
ଆମେରିକା ସେନାର ଶକ୍ତିଶାଳୀ ବିମାନ ବି-୫୨ କ୍ରାସ୍: ୮ ମୃତ
ୱାସିଂଟନ: ଆମେରିକା ବାୟୁସେନାର B-52 ଦୁର୍ଘଟଣାରେ ଆଠ ଜଣ ପ୍ରାଣ ହରାଇଛନ୍ତି। ବାୟୁସେନା ଘାଟିର ସୂଚନା ଅନୁଯାୟୀ ସୋମବାର ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୨୦ରେ ବିମାନଟି ଏକ ନିୟମିତ ମିଶନରେ ଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା...
ଦିଘା ଜଗନ୍ନାଥ ମନ୍ଦିରରୁ ଧାମ ଶବ୍ଦ ହଟେଇବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୁରୀ ଟାଉନ ହଲ ଠାରେ ଗତ କାଲି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। 'ଶ୍ରୀ ଜଗନ୍ନାଥ ଭକ୍ତ ସେବା ସଂସ୍ଥାନ' ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ...
ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ ଯୋଗାଣରେ ବାଧା ଉତ୍ପନ ନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି । ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ...
‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ ପ୍ରଭୁ ସୋମନାଥଙ୍କ ଧାମ ଅଭିମୁଖେ...


















