25.6 C
Bhubaneswar
Sunday, July 26, 2026
-Advertisement-

ଆଜିଠୁ ଆରମ୍ଭ ହେବ ମହିଳା ଟି-୨୦ ବିଶ୍ୱକପ୍

ନୂଆଦିଲ୍ଲୀ: ମହିଳା ଟି-୨୦ ବିଶ୍ୱକପ୍ ୨୦୨୬ ଆଜିଠାରୁ ଆରମ୍ଭ ହେଉଛି। ଇଂଲଣ୍ଡ ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ମହିଳା କ୍ରିକେଟ୍ ଦଳ ସମେତ ଚଉଦ ଦଳ ଅଂଶଗ୍ରହଣ କରୁଛନ୍ତି। ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଏଥର ପ୍ରଥମ...

ବିଡିଓଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଚାମେଲି ଓଝାଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

କେନ୍ଦ୍ରାପଡ଼ା: ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ସାନ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଗିରଫ କରିଛି ମହାକାଳପଡ଼ା ପୋଲିସ l ଗୁରୁବାର ମହାକାଳପଡ଼ା ବିଡିଓଙ୍କ ଚାମ୍ବରରେ ପଶି ତାଙ୍କ ଭିଡିଓ ରେକର୍ଡ କରିବା, ବିଡିଓଙ୍କୁ ଦୁର୍ବ୍ୟବହାର କରିବା ଏବଂ ପୋଲିସକୁ...

ତଦନ୍ତ କମିଶନ ରିପୋର୍ଟ ହଜିବା ଘଟଣାରେ ବିଜେଡିକୁ ଦୋଷ ଦେଲା ବିଜେପି

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ରିପୋର୍ଟ ଚୋରି ହୋଇଥିବା ନେଇ ଥାନାରେ ଏତଲା ପରେ ଉଭୟ ରାଜ୍ୟ ସରକାର ଓ ବିଜେପି ସିଧାସଳଖ ପୂର୍ବତନ ବିଜେଡି ସରକାରଙ୍କୁ ଏଥିପାଇଁ ଦାୟୀ କରିଛନ୍ତି।ବିଜେପି ସାଧାରଣ ସମ୍ପାଦକ ବିରଂଚି ନାରାୟଣ...

ନୀତି ଆୟୋଗରେ ଓଡ଼ିଶାର ଦମଦାର ରିପୋର୍ଟ କାର୍ଡ

ନୂଆଦିଲ୍ଲୀ: ନୀତି ଆୟୋଗର ୧୧ତମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ବିକଶିତ ଭାରତ-୨୦୪୭’ ଲକ୍ଷ୍ୟ ସହ ‘ବିକଶିତ ଓଡ଼ିଶା’ର ଏକ ଦୂରଦର୍ଶୀ ରୋଡମ୍ୟାପ୍ ଉପସ୍ଥାପନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱକୁ...

ଗୁରୁ ରନ୍ଧାୱାଙ୍କ ଫିଟନେସ୍ ସେଣ୍ଟର ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ : ଦିଲ୍ଲୀର ପଶ୍ଚିମ ବିହାର ଅଞ୍ଚଳରେ ଥିବା ପ୍ରସିଦ୍ଧ ପଞ୍ଜାବୀ ଗାୟକ ଗୁରୁ ରନ୍ଧାୱାଙ୍କ ଫିଟନେସ୍ ସେଣ୍ଟର ଉପରେ ଗୁଳିମାଡ଼ ହୋଇଛି । ବାଇକରେ ଆସିଥିବା ଦୁଇଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜିମକୁ ଟାର୍ଗେଟ୍ କରି ଅନେକ ରାଉଣ୍ଡ ଗୁଳି...

ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଟଳିଲା ବଡ଼ ଅଘଟଣ

ଭୁବନେଶ୍ୱର:ଝାରପଡ଼ା ନିକଟସ୍ଥ ରେଲୱେ ବ୍ରିଜ ନିକଟରେ କୋଣାର୍କ ଏକ୍ସପ୍ରେସ ସହ ଅନ୍ୟ ଏକ ଚାରିଟି ଏସି କୋଚ ନେଇ ଆସୁଥିବା ଟ୍ରେନର ଧକ୍କା ହୋଇଛି।କୋଣାର୍କ ଏକ୍ସପ୍ରେସ ଯାତ୍ରୀଙ୍କୁ ଛାଡ଼ି ମଞ୍ଚେଶ୍ୱର ଡିପୋ ଆଡ଼କୁ ସଫେଇ ପାଇଁ ଯାଉଥିବା ବେଳେ ସେହି...

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର:ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଆଜି ଶେଷ ତାରିଖ ରହିଥିଲା । ରାଜ୍ୟ ସଭା...

ଥାର୍ଡ ଡିଗ୍ରୀ ଦେବା ଘଟଣାରେ SI ଓ ASIଙ୍କୁ ସସ୍‌ପେଣ୍ଡ କଲେ ଅବକାରୀ କମିଶନର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ଯୁବକ ବିନୋଦ କୁମାର ଦାସଙ୍କୁ ଅବକାରୀ ବିଭାଗ ପକ୍ଷରୁ ଥାର୍ଡ ଡିଗ୍ରୀ ଦିଆଯାଇଥିବା ଘଟଣାରେ ଅବକାରୀ SI ଛାୟାକାନ୍ତ ନାୟକ ଓ ASI ପ୍ରଦୀପ ମଲ୍ଲିକ ଙ୍କୁ ସସ୍‌ପେଣ୍ଡ କଲେ ଅବକାରୀ କମିଶନର।...

ଆଜିଠୁ ଆରମ୍ଭ ହେବ ଫିଫା ବିଶ୍ୱକପ୍

ମେକ୍ସିକୋ: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଫିଫା ବିଶ୍ୱକପ୍ l ଏଥିରେ ସର୍ବାଧିକ ୪୮ ଦେଶ ଭାଗ ନେଉଛନ୍ତି। ଏଥିଯୋଗୁ ବିଶ୍ୱକପ୍‌ର ମ୍ୟାଚ୍‌ ସଂଖ୍ୟା ୧୦୪ରେ ପହଞ୍ଚିଛି, ଯାହାକି ପୂର୍ବ ସମସ୍ତ ସଂସ୍କରଣ ତୁଳନାରେ ସର୍ବାଧିକ। ଏହି ସମ୍ମାନଜନକ ଟୁର୍ନାମେଣ୍ଟର...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ତଦନ୍ତ କମିଶନ ରିପୋର୍ଟ ହଜିଯିବା ଘଟଣା : ଗୃହ ବିଭାଗ ଦେଲା ଥାନାରେ ଏତଲା

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ରିପୋର୍ଟ ହଜିଯିବା ପରେ ଏନେଇ କ୍ୟାପିଟାଲ ଥାନାରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଅଭିଯୋଗ ପରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ଗୃହ ବିଭାଗ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com