25.6 C
Bhubaneswar
Sunday, July 26, 2026
-Advertisement-

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନଙ୍କ ବଡ଼ ବୈଠକ

ଭୁବନେଶ୍ୱର:ଶଙ୍ଖ ଭବନରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ବୁଧବାର ଦିନ ହୋଇଥିବା ଏହି ବୈଠକ ରେ ସେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର...

ଅଦିନିଆ ରଥଯାତ୍ରା ପାଇଁ ଇସ୍କନକୁ ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର:ଇସ୍କନ ପକ୍ଷରୁ ଆୟୋଜିତ ହେଉଥିବା ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ବିଦେଶରେ ଥିବା ଇସ୍କନ ସଂସ୍ଥାଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପାଖରେ କୌଣସି ଆଇନଗତ ବ୍ୟବସ୍ଥା ନାହିଁ ବୋଲି...

ପଶ୍ଚିମ ଏସିଆରେ ମହାଯୁଦ୍ଧ ପରିସ୍ଥିତି

ନୂଆଦିଲ୍ଲୀ:ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ନିକଟରେ ଆମେରିକାର ଏକ ଅପାଚେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଆମେରିକୀୟ ସେନା ପକ୍ଷରୁ ଇରାନର ଦକ୍ଷିଣାଞ୍ଚଳରେ ଥିବା ଏକାଧିକ ରଣନୈତିକ ସାମରିକ ଘାଟି...

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇ ଭାରତୀୟ ରାଜନୀତିରେ ନୂତନ ଇତିହାସ ସୃଷ୍ଟି କଲେ ନରେନ୍ଦ୍ରମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରାଜନୀତିରେ ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ଜୁନ୍ ୧୦ ତାରିଖରେ ସେ ଦେଶର ସବୁଠାରୁ ଅଧିକ ସମୟ ପାଇଁ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ରେକର୍ଡ ସ୍ଥାପନ କରିଛନ୍ତି। ମୋଦୀ ୨୬ ମଇ...

ରାଜ୍ୟରେ ଆଇନଶୃଙ୍ଖଳା ସଜାଡ଼ିବାକୁ ପଦକ୍ଷେପ: ୧୫ ବରିଷ୍ଠ ଆଇପିଏସ୍‌ଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ରାଜ୍ୟ ପୋଲିସ୍ ମୁଖ୍ୟାଳୟ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ଜୁଲାଇ ମାସରୁ ବିଭିନ୍ନ ଜିଲ୍ଲାର ପୋଲିସିଂ ବ୍ୟବସ୍ଥାର ତୃଣମୂଳ ସମୀକ୍ଷା ଓ ଯାଞ୍ଚ...

ଶୁଭେନ୍ଦୁ ଅଧିକାରୀଙ୍କ ଘୋଷଣା :ଦୀଘା ଜଗନ୍ନାଥ ଧାମରୁ ହଟିବ ‘ଧାମ’ ଶବ୍ଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପରେ ଦୀଘା ଜଗନ୍ନାଥ ଧାମ ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ଏଣିକି ଏହାର ନାମ ‘ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’...

ଫାର୍ମାସି ରେଜିଷ୍ଟ୍ରେଶନ ସାର୍ଟିଫିକେଟ ପାଇଁ ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର:ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ ସହଯୋଗୀ ମହମ୍ମଦ ଇଜାଜ ଖାନ୍‌ ଓରଫ ପୃଷ୍ଟି। ଫାର୍ମାସି ରେଜିଷ୍ଟ୍ରେଶନ ସାର୍ଟିଫିକେଟ ପ୍ରଦାନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୯...

ରଥଯାତ୍ରା ପାଇଁ ପୁରୀ ପ୍ରଶାସନର ‘ଡୁଆଲ୍ ମ୍ୟାନେଜମେଣ୍ଟ ପ୍ଲାନ୍’ ପ୍ରସ୍ତୁତି

ପୁରୀ: ଚଳିତ ବର୍ଷ ରଥଯାତ୍ରା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ପ୍ରଥମ ଥର ପାଇଁ 'ସେଫ୍ ଓ ଇନସିଡେଣ୍ଟ ଫ୍ରି' ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ଏକ ସ୍ୱତନ୍ତ୍ର 'ଡୁଆଲ ମ୍ୟାନେଜମେଣ୍ଟ ପ୍ଲାନ'। ଏଥର ଉଭୟ ହିଟ୍‌ୱେଭ୍...

H-1B ଭିସା ଉପରେ ଲଗାଯାଇଥିବା ୧ ଲକ୍ଷ ଡଲାରର ଫି’କୁ ରଦ୍ଦ କଲେ ଫେଡେରାଲ କୋର୍ଟ

ନୂଆଦିଲ୍ଲୀ: H-1B ଭିସା ଆବେଦନ ଉପରେ ଟ୍ରମ୍ପ ପ୍ରଶାସନ ଲଗାଇଥିବା ୧,୦୦,୦୦୦ ଆମେରିକୀୟ ଡଲାର (ପ୍ରାୟ ୧ ଲକ୍ଷ ଡଲାର) ର ବର୍ଦ୍ଧିତ ଫି’କୁ ଆମେରିକା ନ୍ୟାୟାଳୟ ବେଆଇନ୍ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଏହି ନିଷ୍ପତ୍ତିକୁ ଆମେରିକା କଂଗ୍ରେସର (ସଂସଦ)...

ଅନିୟମିତତା ଅଭିଯୋଗରେ ଜଳ ସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ‘ଜିରୋ ଟଲେରାନ୍ସ’ ନୀତି ଅନୁଯାୟୀ ଜଳ ସମ୍ପଦ ବିଭାଗର ୩ ଜଣ ଯନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆର୍ଥିକ ଅନିୟମିତତା ଏବଂ ସରକାରୀ ପ୍ରକଳ୍ପ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com