28.9 C
Bhubaneswar
Sunday, July 26, 2026
-Advertisement-

ବୈଷୟିକ ଶିକ୍ଷାରେ ବଢିଲା ସିଟ୍ ସଂରକ୍ଷଣ

ଭୁବନେଶ୍ୱର: ବୈଷୟିକ ଶିକ୍ଷାରେ ବଢିଲା ସିଟ୍ ସଂରକ୍ଷଣ l ଚଳିତ ୨୦୨୬-୨୭ ଶିକ୍ଷା ବର୍ଷରୁ ଇଞ୍ଜିନିୟରିଂ ଓ ମେଡିକାଲ୍ ଆଦି ବୈଷୟିକ ଶିକ୍ଷା କ୍ଷେତ୍ରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ତଥା ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର...

ସିବିଏସଇର ପୁନଃମୂଲ୍ୟାୟନ ପାଇଁ ଖୋଲିଲା ପୋର୍ଟାଲ ;ଜୁନ୍ ୬ ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ପକ୍ଷରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପୁନଃମୂଲ୍ୟାୟନ (Re-evaluation) ପୋର୍ଟାଲ ଖୋଲିଛି। ଯେଉଁ ଛାତ୍ରଛାତ୍ରୀମାନେ ନିଜର ମାର୍କ ପୁନଃ ଯାଞ୍ଚ କରାଇବାକୁ ଚାହୁଁଛନ୍ତି, ସେମାନେ ବୋର୍ଡର ଅଫିସିଆଲ୍ ପୋର୍ଟାଲ୍ ମାଧ୍ୟମରେ ଆବେଦନ...

ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀଙ୍କ ନାଁ ରେ ବିନଏସ ଦଫାରେ ରୁଜୁ ହେଲା ମାମଲା

କେନ୍ଦ୍ରାପଡା: ରାଜନଗର ଥାନାରେ ଥାର୍ଡ଼ ଡିଗ୍ରୀ ଦେବା ଘଟଣାରେ ନିଲମ୍ବିତ ହୋଇଥିବା ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା । ତାଙ୍କ ବିରୁଦ୍ଧରେ ତାଳଚୁଆ ସାମୁଦ୍ରିକ ଥାନାରେ ବିଏନଏସ ଦଫାରେ ଅନେକ ସଙ୍ଗୀନ ମାମଲା ରୁଜୁ କରାଯାଇଛି...

ଆମେରିକାର ମାଲବାହୀ ଜାହାଜ ଉପରେ ଆକ୍ରମଣ

ତେହରାନ:ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ମଧ୍ୟ ଅସ୍ଥିର ରହିଛି। ଏହି ସମୟରେ, ଦୁଇ ରାଷ୍ଟ୍ର ପରସ୍ପର ବିରୁଦ୍ଧରେ ଘନଘନ ଆକ୍ରମଣ ଜାରି ରଖିଛନ୍ତି। ଏହି ପୃଷ୍ଠଭୂମି ମଧ୍ୟରେ, ଇରାକ ଉପକୂଳରେ ଏକ ଆମେରିକୀୟ ମାଲବାହୀ ଜାହାଜକୁ ଟାର୍ଗେଟ...

ଜୁନ ୨୦ ରେ ମୟୁରଭଞ୍ଜ ଆସିବେ ପ୍ରଧାନମନ୍ତ୍ରୀ

ଭୁୂବନେଶ୍ୱର: ଆସନ୍ତା ଜୁନ ୨୦ ତାରିଖରେ ମୟୁରଭଞ୍ଜ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି lଏ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତର ସମ୍ପୂର୍ଣ ରୂପରେଖ ପ୍ରସ୍ତୁତ ହେଉଛି। ଖୁବଶୀଘ୍ର ଚୂଡାନ୍ତ ଗସ୍ତସୂଚୀ...

କେନ୍ଦ୍ର ଖଣିମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର:ଦେଶର ଖଣିଜ ଅର୍ଥନୀତି ଓ ଶିଳ୍ପ ଅଭିବୃଦ୍ଧିରେ ଓଡ଼ିଶାର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଇ ଚାଲିଛି । ୨୦୨୫-୨୬ ଆର୍ଥିକ ବର୍ଷରେ ଓଡ଼ିଶାରେ ପ୍ରାୟ ୪୭୧ ମିଲିଅନ୍ ଟନ୍ ଖଣିଜ ପଦାର୍ଥ ଉତ୍ପାଦନ ହୋଇଥିବା ବେଳେ ଏଥିରୁ ପ୍ରାୟ...

ହାଜତ ମୃତ୍ୟୁ ମାମଲାରେ ଏଏସ୍‌ପିଙ୍କ ବଦଳି,୩ ପୁଲିସ କର୍ମଚାରୀ ନିଲମ୍ବିତ

ଗଞ୍ଜାମ:କବିସୂର୍ଯ୍ୟନଗର ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାରେ ପୁଲିସ ବିଭାଗ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପ୍ରାଥମିକ ତଦନ୍ତ ଆଧାରରେ ୩ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଜଣେ ଏଏସ୍‌ପିଙ୍କୁ ତାଙ୍କ ପଦବୀରୁ ହଟାଇ ଦିଆଯାଇଛି।ଦକ୍ଷିଣାଞ୍ଚଳ...

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କବିସୂର୍ଯ୍ୟନଗର:କବିସୂର୍ଯ୍ୟନଗର ଥାନା ପୋଲିସ ହେପାଜତରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ନେଇ ସଙ୍ଗିନ ଅଭିଯୋଗ ହୋଇଛି। ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଜଣକ ହେଲେ ଶୁବୁଲିଆ ଗ୍ରାମର ସୁଶାନ୍ତ ସାହୁ (୩୨)।...

ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍

ଭୁବନେଶ୍ୱର:ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍ । ଦୁଇ ଜଣିଆ NHRC ଟି ଅଛନ୍ତି ରାଜେନ୍ଦ୍ର ସିଂ ଓ ଅବିନାଶ କୁମାର । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହି ଟିମ୍ ଭୁବନେଶ୍ବରରେ ରହି...

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ...
- Advertisement -

Latest article

ରାଜଧାନୀରେ ଚାଞ୍ଚଲ୍ୟ :ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ସ୍ଥାନୀୟ ଲୋକମାନେ ସକାଳ ପ୍ରାୟ ୪ଟା ସମୟରେ ରାସ୍ତା...

ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧର ପଣା ନୀତି

ପୁରୀ: ମହାପ୍ରଭୁଙ୍କ ସୁନାବେଶ ସରିବା ପରେ ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି । ସନ୍ଧ୍ୟାରେ ରଥ ଉପରେ ଶ୍ରୀଜିଉଙ୍କ ପାଖରେ ଅଧରପଣା ଲାଗି ହେବ । ପ୍ରତି ରଥରେ ୩ ହାଣ୍ଡି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...