25.1 C
Bhubaneswar
Sunday, November 1, 2026
-Advertisement-

ଓଡିଶାରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିିଜିର ୨୬ ରୋଗୀ ଚିହ୍ନଟ

ରାଜ୍ୟରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିିଜିର ୨୬ ରୋଗୀ ଚିହ୍ନଟ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଦିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ମେଡିକାଲକୁ ଆସିଥିବା ୩୬ ରୋଗୀଙ୍କ ଏଚଏଫଏମଡି ମାମଲାର ନମୂନା ଆରଏମଆରସିକୁ ପଠାଯାଇଥିଲା ।...

ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ନିର୍ବାଚନ ବିଜ୍ଞପ୍ତି

ଓଡିଶାରେ ଖାଲି ପଡିଥିବା ରାଜ୍ୟସଭା ଆସନ ପାଇଁ ଆଜି ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏଥିସହିତ ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା 31...

କଂଗ୍ରେସର ନୂଆ ମୁଖିଆ

ସବୁ ଚର୍ଚ୍ଚା ଆଲୋଚନାରେ ପୂର୍ଣ୍ଣଛେଦ ପଡିଛି । ଓଡିଶା ପିସିସି ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ଶରତ ପଟ୍ଟନାୟକ । ଶରତ ପଟ୍ଟନାୟକଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ପ୍ରେସ୍ ରିଲିଜ୍ ହୋଇଛି । ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫାକୁ ଦଳର...

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଆରପାରିରେ ବିଶିଷ୍ଟ ବାମପନ୍ଥୀ ନେତା କମ୍ରେଡ ଶିବାଜୀ ପଟ୍ଟନାୟକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଶିବାଜୀ ପଟ୍ଟନାୟକଙ୍କ ପରଲୋକ ସଂପର୍କରେ ସୂଚନା ଦେଲେ ସିପିଆଇ(ଏମ) ରାଜ୍ୟ ସମ୍ପାଦକ ଅଳି...

ସମ୍ପର୍କରେ କାହିଁକି ହେଉଛି ଫାଟ, କାରଣ ଦର୍ଶାଇଲେ ବର୍ଷା

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ଏବେ ପୁଣି ଦାଣ୍ଡରେ । ଦିନକୁ ଦିନ ତିକ୍ତ ହେଉଛି ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କ । ସ୍ୱାମୀ ଅନୁଭବଙ୍କ ବିରୋଧରେ କଟକ-ପୁରୀ ଘାଟ ଥାନାରେ ଏତଲା ଦେଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ଭିଡିଓ...

ରାତିଅଧିଆ ଜିପିଆର ସର୍ଭେ କଣ ପାଇଁ ?

ରାତିଅଧିଆ ଜିପିଆରଏସ କଣ ପାଇଁ ? ଦିନକୁ ଦିନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ବଢିବାରେ ଲାଗିଛି । ରାଜ୍ୟ ସରକାର ଓ ଏଏସଆଇର କାର୍ଯ୍ୟ ସନ୍ଦେହ ଘେରକୁ ଆସୁଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନାଁରେ ରାଜ୍ୟ ସରକାର...

କଏଦୀ ନମ୍ବର 24 ହଜାର 13 ଶହ 83 … ଠୋକୋ ତାଲି

ଶେଷରେ ଜେଲ୍ ଗଲେ ନବଜୋତ ସିଂ ସିଦ୍ଧୁ । ଶୁକ୍ରବାର ଦିନ ସେ କୋର୍ଟରେ ଆତ୍ମସମର୍ପଣ କରିବା ପରେ ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା । ସ୍ବାସ୍ଥ୍ୟ ଯାଞ୍ଚ ପରେ ତାଙ୍କୁ ପାତିଆଲା ଜେଲକୁ ପଠାଇ ଦିଆଯାଇଛି । ରୋଡ୍...

ଗୋ-ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି

ଗୋରୁ ଚାଲାଣକାରୀଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ଗୋସୁରକ୍ଷା କର୍ମୀ । ମାତ୍ର ଗୋରୁଚାଲାଣ ଟ୍ରକକୁ ଏସକର୍ଟ କରୁଥିବା ସ୍କର୍ପିଓରୁ ବାହାରି ଗୋସୁରକ୍ଷା କର୍ମୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରିଥିଲେ । ଗୋସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚଳାଇବାକୁ ବି ପଛାଇ...

ମଙ୍କିପକ୍ସକୁ ନେଇ ଚିନ୍ତା

ଦେଶବ୍ୟାପୀ ବଢିବାରେ ଲାଗିଛି ମଙ୍କିପକ୍ସ ଆତଙ୍କ । ୟୁରୋପରେ ରେକର୍ଡ ସଂଖ୍ୟକ ମଙ୍କିପକ୍ସ ମାମଲା ଚିହ୍ନଟ ହେଲେଣି । ଏବେ ସୁଦ୍ଧା ୟୁରୋପରେ ୧୦୦ ଜଣ ମଙ୍କିପକ୍ସ ରୋଗୀ ଚିହ୍ନଟ ହେଲେଣି । ସାଧାରଣତଃ ମୂଷା ଓ ଚୁଚୁନ୍ଦ୍ରାଙ୍କ ଦେହରୁ...

ସିଦ୍ଧୁଙ୍କୁ ସୁପ୍ରିମକୋର୍ଟର ବଡ ଝଟକା

ନବଜୋତ ସିଂ ସିଦ୍ଧୁଙ୍କୁ ରୋଡ୍ ରେଜ ମାମଲାରେ ବଡ ଝଟକା ଲାଗିଛି । ସୁପ୍ରିମକୋର୍ଟ ସିଦ୍ଧୁଙ୍କୁ ବର୍ଷେ ପାଇଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୧୯୮୮ର ଏହି ମାମଲାରେ ସର୍ବୋଚ୍ଚ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି । ପାର୍କିଂକୁ ନେଇ...
- Advertisement -

Latest article

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...

Spinhub Samsung Pay Integration

ContentsHow to Set Up and Use Samsung Pay at SpinhubKey Benefits of Using Samsung Pay for DepositsUnderstanding Deposit Limits and Processing TimesTroubleshooting Common Samsung...