24.1 C
Bhubaneswar
Sunday, October 25, 2026
-Advertisement-

ପହଲଗାମ ଆଟାକ୍ ମାମଲା: ପାକିସ୍ତାନର ଷଡ଼ଯନ୍ତ୍ରକୁ ନେଇ ଏନଆଇଏର ନୂଆ ଖୁଲାସା

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କାବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଲସ୍କର-ଏ-ତୌଏବାର ମୁଖ୍ୟ ହାଫିଜ୍ ସଈଦକୁ ଆଜି ଜାତୀୟ ତଦନ୍ତ ସଂସ୍ଥା ଏନଆଇଏ ଦାଖଲ କରିଥିବା ସପ୍ଲିମେଣ୍ଟାରୀ ଚାର୍ଜସିଟରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି । ଏନଆଇଏ ଅନୁସାରେ ହାଫିଜ ସଈଦ...

ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ନାଫିସ ଆହତ

କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର । ଗୁଳି ବିନିମୟରେ କୁଖ୍ୟାତ ଆନ୍ତଃରାଜ୍ୟ ଚୋର ମହମ୍ମଦ ନାଫିସର ଡାହାଣ ଆଣ୍ଠୁରେ ଗୁଳି ବାଜିଥିବା ସୂଚନା ମିଳିଛି। ଝାଡ଼ଖଣ୍ଡର ବାସିନ୍ଦା ଏହି ନାଫିସ ନାମରେ କେନ୍ଦୁଝର ଓ ମୟୂରଭଞ୍ଜ...

ଗୋ ମାଫିଆଙ୍କୁ ସୂଚନା ଦେଇ ଫସିଲେ ୩ ପୁଲିସ କର୍ମଚାରୀ

ମୟୁରଭଞ୍ଜ: ଗୋ ମାଫିଆଙ୍କୁ ପୋଲିସ ରେଡ୍ ସମ୍ପର୍କରେ ପୂର୍ବରୁ ସୂଚନା ଦେଇ ଫସିଗଲେ ପୋଲିସ ଏଏସଆଇ, କନଷ୍ଟେବଳ ଏବଂ ହୋମଗାର୍ଡ । ମୟୂରଭଞ୍ଜ ଏସପି ଏହି ତିନି କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ​ଏଏସଆଇ ରଣଜିତ ନାଏକ,​ କନେଷ୍ଟବଳ...

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା, ତ୍ରୁଟିଶୂନ୍ୟ ଆୟୋଜନକୁ ଗୁରୁତ୍ୱ

ପୁରୀ: ଆଜି ପୁରୀ ଟାଉନ ହଲରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବାକୁ ଗୁରୁତ୍ୱ ଦେଇଛନ୍ତି । ଏଥିପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରଖି କାମ କରିବାକୁ...

ଭୂଦାନ ଜମିର ବଣ୍ଟନ ଉପରେ ସ୍ଥଗିତାଦେଶ

ଭୁବନେଶ୍ୱର: ଭୂଦାନ ଜମିର ବଣ୍ଟନ ଏବଂ ହିତାଧିକାରୀଙ୍କ ସପକ୍ଷରେ ମ୍ଯୁଟେସନ୍ ପ୍ରକ୍ରିୟାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଷ୍ପତ୍ତି ନେଇଛି । ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ଡ. ଅରବିନ୍ଦ ପାଢ଼ୀ...

ମହିଳା ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ହେଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି ଅଷ୍ଟ୍ରେଲିଆ l ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଆରମ୍ଭରୁ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ଆଲିସ କାପସେ...

ମେଟାକୁ ସରକାରଙ୍କ ନୋଟିସ୍, ତୁରନ୍ତ ଶିଶୁ ଯୌନ ଶୋଷଣ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ:ଇଲୋକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମନ୍ତ୍ରଣାଳୟର ଅଧିକାରୀମାନଙ୍କୁ ମେଟାକୁ ସମନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଶିଶୁ-ସମ୍ବନ୍ଧୀୟ ଆପତ୍ତିଜନକ କିଛି ବିଜ୍ଞାପନ ସେୟାର କରାଯାଇଛି । ଯେଉଁଥିପାଇଁ ସରକାର...

ବଙ୍ଗୋପସାଗରରେ ଅବପାତ ସକ୍ରିୟ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହାର କେନ୍ଦ୍ରସ୍ଥଳ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିମି ଏବଂ ଚାନ୍ଦବାଲିର ଉତ୍ତରପୂର୍ବ ଦିଗରୁ ପ୍ରାୟ ୬୦...

ବାଲିପାଟଣାରେ ଶିକ୍ଷାନୁଷ୍ଠାନ ପାଖରେ ଖୁଲମଖୁଲା ନିଶା ବେପାର

ବାଲିପାଟଣା:ଉଚ୍ଚଶିକ୍ଷା ବିଭାଗ ଏବଂ ଜାତୀୟ ନାର୍କୋ କୋଅର୍ଡିନେସନ୍ ସେଣ୍ଟର ପକ୍ଷରୁ କଲେଜ ପରିସରର ୫୦୦ ମିଟର ପରିଧି ମଧ୍ୟରେ ମଦ, ଗଞ୍ଜେଇ, ତମାଖୁ ସମେତ ସମସ୍ତ ପ୍ରକାର ନିଶାଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଛି। ଆସନ୍ତା ଜୁଲାଇ ୧୫...

SIRରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟର ନାଁ

ଭୁବନେଶ୍ୱର:ରାଜ୍ୟରେ ଚାଲିଥିବା SIR ରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର, ଏସ୍ ଗୋପାଳନ ।ସେ କହିଛନ୍ତି ଯେ, ଚିଠା ତାଲିକା ପ୍ରସ୍ତୁତ ହୋଇ...
- Advertisement -

Latest article

Lemon Casino 243-Ways Slots kontra Klasyczne Linie Wypłat

Spis treści1. Mechanika działania: Zrozumienie podstaw2. Porównanie szans i zmienności (wariancji)3. Jak wykorzystać tę wiedzę w Lemon Casino?4. Bonusy i promocje dostosowane do typu...

Hoe je Lalabet KYC in één keer kunt doorstaan

InhoudWat is KYC en waarom voert Lalabet het uit?De benodigde documenten voor verificatieStapsgewijze handleiding voor het uploadprocesVeelvoorkomende problemen en oplossingenWat te verwachten na het...

Westace Christmas Seasonal Slots

InhoudEen Overzicht van Populaire Kerst SlotsHoe Maak Je Gebruik van de Westace BonusStappen voor een Probleemloze OpnameVeelvoorkomende Problemen en OplossingenConclusie: Is Het de Moeite...