27.7 C
Bhubaneswar
Monday, July 27, 2026
-Advertisement-

ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜିର ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଛି । ସରକାର ୨୩ ମାସର କାର୍ଯ୍ୟକାଳ ଶେଷ କରିଥିବା ବେଳେ ଏହି ଗସ୍ତ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚାଲିଥିବା...

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଶ୍ରୀମୟୀ ମିଶ୍ରଙ୍କ କଟାକ୍ଷ

ଭୁବନେଶ୍ୱର: ପୁଣି ଜଣେ ପୁରୁଖା ନେତା ଦଳ ଛାଡ଼ିବା ପରେ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର । ନାଁ ନ ଧରି ଶ୍ରୀମୟୀ କହିଛନ୍ତି, ଯେପର୍ଯ୍ୟନ୍ତ ଭଣ୍ଡ ରହିବ, ସେପର୍ଯ୍ୟନ୍ତ ୱିକେଟ୍ ପଡ଼ିଚାଲିବ । ଶ୍ରୀମୟୀ ସିଧାସଳଖ କାହାକୁ ଇଙ୍ଗିତ...

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର...
ବ୍ରହ୍ମପୁର ଏନକାଉଣ୍ଟର

ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର

ବ୍ରହ୍ମପୁର:ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍‌ ରାସ୍ତାରେ ଅପରାଧୀ ଗୋଷ୍ଠୀ ଖଣ୍ଡାରେ ଚୋଟ ଉପରେ ଚୋଟ ପକାଇ ହାଣିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯାହାକି ପୋଲିସ...

ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କଲା ଜମ୍ମୁ-କାଶ୍ମୀର ପୋଲିସ

ଜମ୍ମୁ-କାଶ୍ମୀର:ବାରାମୂଲା ଜିଲ୍ଲା ଚନ୍ଦୋସା ଅଞ୍ଚଳରେ ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କରିଛି ଜମ୍ମୁ-କାଶ୍ମୀର ପୋଲିସ । ନିଲସର କାଣ୍ଡି କ୍ଷେତ୍ରରେ ହୋଇଥିବା ଏହି ମିଳିତ ଅପରେସନରେ ସୁରକ୍ଷା ବଳ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରିଛନ୍ତି। ଗୁଇନ୍ଦା...

ଫାଲଟା ବିଧାନସଭା ଆସନରେ ବିଜେପିର ବଡ଼ ବିଜୟ

କୋଲକାତା:ଦୀର୍ଘ ବର୍ଷ ହେବ ଟିଏମସି ଦଖଲରେ ଥିବା ଦକ୍ଷିଣ ୨୪ ପରଗଣା ଜିଲ୍ଲାର ଫାଲଟା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଦେବାଂଶୁ ପଣ୍ଡା ଐତିହାସିକ ବିଜୟ ହାସଲ କରିଛନ୍ତି । ଦେବାଂଶୁ ଜାହାଙ୍ଗୀର ଖାନଙ୍କୁ ଏକ ଲକ୍ଷ ଭୋଟ୍ ବ୍ୟବଧାନରେ...

ଇବୋଲା ପାଇଁ ଟ୍ରାଭେଲ ଆଡଭାଇଜରି ଜାରି କଲେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ:କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଭାରତୀୟ ନାଗରିକମାନଙ୍କୁ ଇବୋଲା ପ୍ରଭାବିତ ଦେଶ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ, ୟୁଗାଣ୍ଡା ଏବଂ ଦକ୍ଷିଣ ସୁଦାନକୁ ଅଣ-ଜରୁରୀ ଯାତ୍ରାରୁ ନିବୃତ୍ତ ରହିବା ପାଇଁ ପରାମର୍ଶ ଦେଇଛି। ଏହି ଆଡଭାଇଜରି ଏଭଳି...

ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଅଟୋକୁ ୬୦ ମିଟର ଘୋଷାଡ଼ି ନେଲା ଟ୍ରକ୍

ଭୁବନେଶ୍ୱର:କଟକ-ପୁରୀ ବାଇପାସ୍ ରୋଡ୍‌ର ପାଣ୍ଡରା ଛକ ଦେଖିବାକୁ ମିଳିଛି ନିକଟରେ ଏକ ଭୟଙ୍କର ହିଟ୍ ଆଣ୍ଡ ରନ୍ ଘଟଣା।ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ଅଟୋ ରାସ୍ତାରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ଜୋରଦାର ଧକ୍କା...

ପାକିସ୍ତାନର କ୍ୱେଟାରେ ଟ୍ରେନରେ ଭୟଙ୍କର ବିସ୍ଫୋରଣ:୨୩ ମୃତ, ୪୭ରୁ ଅଧିକ ଆହତ

ଇସଲାମାବାଦ: ବାଲୁଚିସ୍ତାନର ରାଜଧାନୀ କ୍ୱେଟା ସହରରେ ଏକ ଚଳନ୍ତା ଯାତ୍ରୀବାହୀ ଟ୍ରେନକୁ ଲକ୍ଷ୍ୟ କରି ରେଳ ଟ୍ରାକ୍ ନିକଟରେ ଶକ୍ତିଶାଳୀ ବୋମା ବିସ୍ଫୋରଣ କରାଯାଇଛି। ଏହି ଭୟାବହ ବ୍ଲାଷ୍ଟରେ ବର୍ତ୍ତମାନ ସୁଦ୍ଧା ଅତିକମରେ ୨୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ...

IPS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟର ୧୮ ଜଣ ବରିଷ୍ଠ ଆଇପିଏସ (IPS) ଏବଂ ଓପିଏସ (OPS) ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇ ନୂତନ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com