27.7 C
Bhubaneswar
Monday, July 27, 2026
-Advertisement-

ହ୍ୱାଇଟ୍ ହାଉସ୍ ବାହାରେ ଗୁଳିକାଣ୍ଡ:ସନ୍ଦିଗ୍ଧ ଆକ୍ରମଣକାରୀ ନିହତ

ୱାସିଂଟନ:ଶନିବାର ସନ୍ଧ୍ୟାରେ ଜଣେ ସଶସ୍ତ୍ର ବନ୍ଧୁକଧାରୀ ଆମେରିକାର ରାଷ୍ଟ୍ରପତି ଭବନ ‘ହ୍ୱାଇଟ୍ ହାଉସ୍’ ବାହାରେ ଗୁଳିମାଡ଼ କରିବା ପରେ ସେଠରେ ପ୍ରବଳ ଆତଙ୍କ ସୃଷ୍ଟି ହୋଇଥିଲା । ଗୁଳିକାଣ୍ଡ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ ଭିତରେ ହିଁ...

ଉତ୍କେଲାରୁ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ୱର:ଏଣିକି କଳାହାଣ୍ଡି ଜିଲ୍ଲାର ଉତ୍କେଲାରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ । ମେ’ ୨୫ ତାରିଖରୁ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଦିନକୁ ଦୁଇ ଥର ବିମାନ ସେବା ଯୋଗାଇ ଦିଆଯିବ ବୋଲି ବିମାନ କମ୍ପାନୀ...

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର : ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ...

ଏସ୍ଆଇ ପରୀକ୍ଷା କେଳେଙ୍କାରୀ:ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

କଟକ:ପୋଲିସ ଏସ୍ଆଇ ପରୀକ୍ଷା ଘୋଟାଲାରେ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ସମେତ ମୋଟ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ ।ସେହିପରି ଅସ୍ତ୍ରୋପଚାର ପାଇଁ ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ...

୧୦୦ ମିଲିୟନ ଭ୍ୟୁ ଟପିଲା ମୋଦି ଓ ମେଲୋନିଙ୍କ ଭିଡିଓ

ନୂଆଦିଲ୍ଲୀ:ଇଟାଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନିଙ୍କୁ ଏକ ମେଲୋଡି ଟଫି ଉପହାର ଦେଇଥିଲେ। ମେଲୋନି ଏହି ସୁନ୍ଦର ମୁହୂର୍ତ୍ତର ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଥିଲେ, ଯାହା ଶୀଘ୍ର ଭାଇରାଲ ହୋଇଥିଲା।...

କୋଲକାତାରେ ପହଞ୍ଚିଲେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବୈଠକ

ନୂଆଦିଲ୍ଲୀ: ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ ଆଜିଠାରୁ ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିବେ। ସୂଚନାଯୋଗ୍ୟ ଯେ, ଦୀର୍ଘ ୧୪ ବର୍ଷ ପରେ...

ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟରେ ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟକୁ ନିଷିଦ୍ଧ କରିଛନ୍ତି ରାଜ୍ୟ ସରକାର । ଶକ୍ତି ସଙ୍କଟ ଥିବାରୁ କର୍ମଚାରୀ, ଯନ୍ତ୍ରୀମାନେ କରିପାରିବେନି କାର୍ଯ୍ୟବନ୍ଦ ଆନ୍ଦୋଳନ ।୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ କଲେ ସରକାର...

ରାଜଧାନୀରେ ନକଲି NIA ଅଫିସର ଗିରଫ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନିଜକୁ ଜାତୀୟ ଅନୁସନ୍ଧାନ ସଂସ୍ଥା (NIA) ର ଅଧିକାରୀ ବୋଲି ପରିଚୟ ଦେଇ ପୋଲିସ କାର୍ଯ୍ୟରେ ପ୍ରଭାବ ପକାଇବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଶୁକ୍ରବାର ଦିନ ଗିରଫ ହୋଇଛନ୍ତି।ଉକ୍ତ ବ୍ୟକ୍ତି ଜଣକ ଖାରବେଳ ନଗର...
odisha govt use ev car

ସରକାରୀ ଗାଡ଼ି ବ୍ୟବହାରରେ ଲାଗିଲା କଟକଣା

ଭୁବନେଶ୍ୱର: ଆସନ୍ତା ଜୁନ୍ ପହିଲାରୁ ସବୁ ସରକାରୀ ବିଭାଗ ପାଇଁ ଇଭି କିଣା ବାଧ୍ୟତାମୂଳକ ହେବ। ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ/ଡିଜେଲ ଚାଳିତ ଯାନ କ୍ରୟ ପାଇଁ ଅନୁମତି ମିଳିବ। ସରକାରୀ ଗାଡ଼ି ବ୍ୟବହାର ପାଇଁ ସରକାର ଦେଉଥିବା...
ବାଣୀବିହାର ପୁଣି ଅଶାନ୍ତ

ବିନା ଅନୁମୋଦନରେ ନିଯୁକ୍ତ ବିଶ୍ୱବିଦ୍ୟାଳୟ କର୍ମଚାରୀ ଛଟେଇ ହେବେ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ ଗୁରୁବାର ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି ଲେଖି ସ୍ପଷ୍ଟ ନିର୍ଦ୍ଦେଶ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com