25.1 C
Bhubaneswar
Sunday, October 25, 2026
-Advertisement-

ଚାଷୀଙ୍କୁ ଆଶ୍ୱସ୍ତି, ରବି ଧାନ କିଣା ଅବଧି ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଏବେ ବି ଚାଷୀଙ୍କ ଧାନ ପଡ଼ି ରହିଥିବାରୁ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଯୋଗାଣ ବିଭାଗ ରାଜ୍ୟରେ ରବି ଧାନ କିଣା ଅବଧିକୁ ଆସନ୍ତା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ।...

ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନହେଲେ ବନ୍ଦ ହୋଇପାରେ ପେନସନ୍; ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନଥିଲେ ଅଟକିଯାଇପାରେ ସାମାଜିକ ସୁରକ୍ଷା ପେନସନ୍ । ଏନେଇ ବ୍ୟାଙ୍କ ଆକାଉଣ୍ଟ ସହିତ ଆଧାର ଲିଙ୍କ ପାଇଁ ଜିଲ୍ଲାପାଳଙ୍କୁ ହୋଇଛି ନିର୍ଦ୍ଦେଶ। ବର୍ତ୍ତମାନ ରାଜ୍ୟରେ ୩ ଲକ୍ଷ ୩୫ ହଜାର ୮୫୦...

ଏମକେସିଜିରେ ଇଞ୍ଜେକ୍ସନ ହେରଫେର ମାମଲା: ଅଧିକାରୀଙ୍କ ଉପରେ ଆକ୍ସନ୍

ବ୍ରହ୍ମପୁର: ଦାମୀ ଇଞ୍ଜେକ୍ସନ ହେରଫେର ଘଟଣାରେ ଏମକେସିଜି ମେଡିକାଲ ଷ୍ଟୋରରେ କାର୍ଯ୍ୟାନୁଷ୍ଠାନ । ମେଡିକାଲ ଷ୍ଟୋର ପରିଚାଳନା ଦାୟିତ୍ୱରୁ ଷ୍ଟୋର ମେଡିକାଲ ଅଫିସର (SMO) କୁ ହଟାଯାଇଛି । ସମ୍ପୃକ୍ତ ଫାର୍ମାସି ଅଫିସରଙ୍କୁ ମଧ୍ୟ ଷ୍ଟୋର ଦାୟିତ୍ୱରୁ ହଟାଯିବାକୁ ନିଷ୍ପତ୍ତି...

ଆଫଗାନିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ଏୟାର ଷ୍ଟ୍ରାଇକରେ ଅନେକ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ଏହି ଘଟଣାପରେ ଭାରତ ପକ୍ଷରୁ ପାକିସ୍ତାନକୁ କଡା ନିନ୍ଦା କରାଯାଇଛି l ଭାରତ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ଗଭୀର ସମବେଦନା...

ଜୁଲାଇ ୪ତାରିଖରେ ପଶ୍ଚିମ ଓଡିଶାକୁ ଆସିବେ ଅମିତ୍ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ ଆସନ୍ତା ଜୁଲାଇ ୪ତାରିଖରେ ଦୁଇଦିନିଆ ପଶ୍ଚିମଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବରଗଡ଼ ବିଜେପି ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। । ସୂଚନା ଅନୁଯାୟୀ ଜୁଲାଇ ୪ତାରିଖରେ ଗୃହମନ୍ତ୍ରୀ...

ରାଜଧାନୀରେ ପରିବାର ଲୋକଙ୍କ ଆଗରେ ଯୁବକଙ୍କୁ ପିଟିପିଟି ହତ୍ୟା

ଭୁବନେଶ୍ୱର: ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ,...

ଆୟର୍ଲାଣ୍ଡଠାରୁ ଟିମ୍ ଇଣ୍ଡିଆ ସିରିଜ୍ ହାରିବା ପରେ:ସୂର୍ଯ୍ୟବଂଶୀଙ୍କୁ ନ ଖେଳାଇବାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ: ଆୟର୍ଲାଣ୍ଡଠାରୁ ସିରିଜ୍ ହାରିବା ପରେ ଏବେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟର୍ଲାଣ୍ଡ ବିପକ୍ଷ ଶୃଙ୍ଖଳାରେ ଖେଳାଯାଇନଥିବାରୁ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି କିମ୍ବଦନ୍ତି ବ୍ୟାଟର ସୁନୀଲ ଗାଭାସ୍କର। ସେ କହିଛନ୍ତି...

ଚାଷୀଙ୍କୁ ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରି

ଭୁବନେଶ୍ୱର: ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର। ରାଜ୍ୟର ଚାଷୀମାନଙ୍କୁ ସଠିକ୍ ସମୟରେ ସାର ଉପଲବ୍ଧ କରାଇବା ଏବଂ ସେମାନଙ୍କୁ କଳାବଜାରୀରୁ ରକ୍ଷା କରିବା ପାଇଁ ଏହା ଏକ ବଡ଼ ପଦକ୍ଷେପ ।...

ଅଯୋଧ୍ୟା ଦାନ ଅର୍ଥ ହେରଫେର ମାମଲାରେ ଅଭିଯୁକ୍ତଙ୍କୁ ଅଯୋଧ୍ୟା ଓକିଲଙ୍କ ଚେତାବନୀ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଦାନ ଅର୍ଥ ଦୁର୍ନୀତିକୁ ନେଇ ସ୍ଥାନୀୟ ଅଯୋଧ୍ୟା ବାର୍ ଆସୋସିଏସନ୍ (ଓକିଲ ସଂଘ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି।...

ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା ଓ ଗଜାନନ ବେଶ ଦର୍ଶନ । ଭୋର ସକାଳୁ ଆରମ୍ଭ ହୋଇଥିବା ପହଣ୍ଡି ସକାଳ ୭ଟା ୨୯ରେ ଶେଷ ହୋଇଛି। ସ୍ନାନବେଦୀରେ ଚତୁର୍ଦ୍ଧାମୁରତି ବିରାଜମାନ କରିଛନ୍ତି। ଭକ୍ତମାନେ ବଡ଼ଦାଣ୍ଡରୁ ମହାପ୍ରଭୁ ଜଗନ୍ନାଥ, ପ୍ରଭୁ...
- Advertisement -

Latest article

Lemon Casino 243-Ways Slots kontra Klasyczne Linie Wypłat

Spis treści1. Mechanika działania: Zrozumienie podstaw2. Porównanie szans i zmienności (wariancji)3. Jak wykorzystać tę wiedzę w Lemon Casino?4. Bonusy i promocje dostosowane do typu...

Hoe je Lalabet KYC in één keer kunt doorstaan

InhoudWat is KYC en waarom voert Lalabet het uit?De benodigde documenten voor verificatieStapsgewijze handleiding voor het uploadprocesVeelvoorkomende problemen en oplossingenWat te verwachten na het...

Westace Christmas Seasonal Slots

InhoudEen Overzicht van Populaire Kerst SlotsHoe Maak Je Gebruik van de Westace BonusStappen voor een Probleemloze OpnameVeelvoorkomende Problemen en OplossingenConclusie: Is Het de Moeite...