ବିଜେଡିରେ ଯୋଗ ଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା
ଭୁବନେଶ୍ୱର: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ । ଶଙ୍ଖ ଭବନରେ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ହେଲେ ସାମିଲ । ସାଙ୍ଗଠନିକ ବୈଠକରେ ଦଳର ଶୀର୍ଷ ନେତୃତ୍ବ ଉପସ୍ଥିତ । ସୁଜାତାଙ୍କୁ ଦଳକୁ ସ୍ବାଗତ କଲେ ଅନେକ...
ପିପିଲି ଟୋଲ ଗେଟ୍ରେ ନାହିଁ ଟୋଲ ଟିକସ;ରଥଯାତ୍ରାରେ ଟୋଲ ଫ୍ରି ଯାତ୍ରା
ଭୁବନେଶ୍ୱର: ରାଜ୍ୟ ସରକାର ଓ ପରିବହନ ବିଭାଗ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଆସିଛି ଖୁସି ଖବର। ରଥଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ସୁନାବେଶ ଦିନ ସମସ୍ତ ପ୍ରକାର ଗାଡ଼ି ପାଇଁ ଟୋଲ ଫି ଛାଡ଼ କରାଯିବ। ବିଶେଷକରି ପିପିଲି ଟୋଲ...
ବିଜେଡି ସରକାର ସମୟରେ LED ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ବଡ଼ ଦୁର୍ନୀତି:୫୦ଟି ସ୍ଥାନରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ ନାମରେ ବଡ଼ ଧରଣର ଦୁର୍ନୀତି ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗ ସାମ୍ନାକୁ ଆସିଛି। ଏହି ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି। ଭିଜିଲାନ୍ସ ସୂତ୍ରରୁ...
କମିଶନ ରିପୋର୍ଟ ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ
କଟକ:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜଷ୍ଟିସ ନାଇଡୁ କମିଶନଙ୍କ ତଦନ୍ତ ରିପୋର୍ଟ ହଜିଯିବା ଘଟଣାକୁ ନେଇ ବୁଧବାର ଦିନ ହାଇକୋର୍ଟରେ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଦାଖଲ କରାଯାଇଛି। ଏହା ସହିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଇବା ପାଇଁ ପୁଣି ଥରେ...
ଆସନ୍ତାକାଲି ବିଜେଡ଼ିରେ ଯୋଗ ଦେଇ ପାରନ୍ତି ସୁଜାତା ପାଣ୍ଡିଆନ
ଭୁବନେଶ୍ୱର: ଆସନ୍ତାକାଲି ଭୈରବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ପାଣ୍ଡିଆନ ଶଙ୍ଖ ଧରିପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି । ନବୀନ ନିବାସରେ ଆଜି ବିଜେଡ଼ିର ବରିଷ୍ଠ ନେତାମାନଙ୍କୁ ନେଇ ଏକ ବଡ଼ ବୈଠକ...
ଓଡ଼ିଶାରେ ପ୍ରଥମ ଥର ‘ମଲ୍ଟି ଏଜେନ୍ସି ମାରିଟାଇମ ସିକ୍ୟୁରିଟି ଗ୍ରୁପ’ ବୈଠକ
ଭୁବନେଶ୍ୱର: ଲୋକସେବା ଭବନ ଠାରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଏକବିଂଶ ଶତାବ୍ଦୀ ହେଉଛି ଇଣ୍ଡୋ-ପାସିଫିକ୍ ଶତାବ୍ଦୀ...
ମନୋରମା ହୋଟେଲ୍ ମାଲିକ ହତ୍ୟା ମାମଲା; ଅଭିଯୁକ୍ତକୁ ପୁରୀ ପୁଲିସର ଏନକାଉଣ୍ଟର
ପୁରୀ: ବଳିଆପଣ୍ଡା ଅଞ୍ଚଳର 'ମନୋରମା' ହୋଟେଲର ମାଲିକକୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ପବିତ୍ର ନାୟକ। ହୋଟେଲ ମାଲିକ ପବିତ୍ର ନାୟକଙ୍କ ହତ୍ୟା ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ ପୁଲିସ। ଅଭିଯୁକ୍ତ ହେଉଛନ୍ତି ଚନ୍ଦନ...
ଝାରପଡ଼ା ଜେଲ୍ରେ ଏକାସାଙ୍ଗରେ ୭ କଏଦୀ ଅସୁସ୍ଥ
ଭୁବନେଶ୍ୱର: ଗତକାଲି ରାତିରେ ଝାରପଡ଼ାସ୍ଥିତ ସ୍ୱତନ୍ତ୍ର କାରାଗାରରେ ହଠାତ୍ ୭ ଜଣ କଏଦୀ ଅସୁସ୍ଥ ହୋଇପଡିଥିବା ଖବର ଜଣାପଡିଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତୁରନ୍ତ ସେମାନଙ୍କୁ ଭୁବନେଶ୍ୱରର ବିଭିନ୍ନ ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର...
ଶ୍ରୀୟା ଟକିଜ୍ ସାମ୍ନାରେ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
ଭୁବନେଶ୍ୱର: ବିରିଆନୀ ବିଲ୍କୁ କେନ୍ଦ୍ର କରି ଶ୍ରୀୟା-ସ୍ତୁତି ଫିଲ୍ମ ହଲ୍ ସମ୍ମୁଖରେ ଦେଖିବାକୁ ମିଳିଛି ଆତଙ୍କରାଜ । ଖଣ୍ଡା ଧରି ୪ ଜଣ ଦୁର୍ବୃତ୍ତ ସ୍ଥାନୀୟ ଦୋକାନୀଙ୍କ ଉପରେ ଅତର୍କିତ ଆକ୍ରମଣ କରିବା ସହ ଫାଷ୍ଟଫୁଡ୍ ଷ୍ଟଲ ଗୁଡ଼ିକୁ ହାଣି...
ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ ଓଡ଼ିଆ:ଗାୟିକା ଅଳକା ୟାଗନିକ୍ ଙ୍କୁ ମିଳିଲା ପଦ୍ମ ଭୂଷଣ
ନୂଆଦିଲ୍ଲୀ: ୨୦୨୬ର ୨ୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ମଙ୍ଗଳବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିଛନ୍ତି । ଗଣତନ୍ତ୍ର ଦିବସ ପୂର୍ବରୁ ଅର୍ଥାତ ଜାନୁଆରୀ ୨୫ ତାରିଖରେ ୧୩୧ ଜଣ ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା...
















