ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ
ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର ରଞ୍ଜିତ ପାତ୍ର ଓରଫ ଚିନୁ...
ଭି.ଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ
କେରଳ: କେରଳମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭି.ଡି ସତୀଶନଙ୍କ ନାମ ଘୋଷଣା କରିଛି କଂଗ୍ରେସ । କେରଳ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୧୦ ଦିନ ପରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିଛି । ଭି.ଡି ସତୀଶନ ୬...
ଓଡ଼ିଶାର ସମସ୍ତ OSRTC ଗାଡିକୁ କରାଯିବ ଇଲେକ୍ଟ୍ରିକ୍: ପରିବହନ ମନ୍ତ୍ରୀ
ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍ ଶୀଘ୍ର ଓଡ଼ିଶା ଷ୍ଟେଟ୍ ରୋଡ୍ ଟ୍ରାନ୍ସପୋର୍ଟ କର୍ପୋରେସନ୍ (OSRTC)ର ସମସ୍ତ ବସ୍କୁ ଇଲେକ୍ଟ୍ରିକ୍ ଭେହିକଲ୍ (EV)ରେ ପରିଣତ କରାଯିବ।...
NEET UG-2026 ପେପର୍ ଲିକ୍ ମାମଲାରେ ୫ ଜଣଙ୍କୁ ଗିରଫ କଲା ସିବିଆଇ
ନୂଆଦିଲ୍ଲୀ: NEET UG-2026 ପରୀକ୍ଷାର ପେପର ଲିକ୍ ମାମଲାରେ ବୁଧବାର CBI ତିନୋଟି ଭିନ୍ନ ଭିନ୍ନ ସ୍ଥାନରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ, CBI ଦେଶର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ତେବେ ପାଞ୍ଚ...
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ପଶ୍ଚିମବଙ୍ଗ: ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନନ୍ଦିଗ୍ରାମ ଆସନକୁ ଛାଡ଼ିବେ ବୋଲି ସୂଚନା ଦେଇଛନ୍ତି। ଶୁଭେନ୍ଦୁ ନିକଟରେ ଶେଷ ହୋଇଥିବା ବେଙ୍ଗଲ ବିଧାନସଭା ନିର୍ବାଚନରେ ଉଭୟ ଭବାନୀପୁର ଓ ନନ୍ଦିଗ୍ରାମରୁ...
ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା
ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା ବ୍ୟବସ୍ଥା କମ କରିବାକୁ ପ୍ରଧାନମନ୍ତ୍ରୀ...
ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ
ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସାମଗ୍ରିକ ପାସ୍ ହାର ଗତ ବର୍ଷର ୮୮.୩୯ ପ୍ରତିଶତ ତୁଳନାରେ ୮୫.୨୦ ପ୍ରତିଶତକୁ ହ୍ରାସ ପାଇଛି। ଭୁବନେଶ୍ୱର ଅଞ୍ଚଳରେ...
ମେଦାନ୍ତ ହସ୍ପିଟାଲରେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ଅସୁବିଧା ଦେଖାଦେବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆଙ୍କ ସହ ପୁଅ ରାହୁଲ ଗାନ୍ଧୀ ଏବଂ...
ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ
ଭୁବନେଶ୍ଵର: କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ...
୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଚଳିତମାସ ୧୮ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ। ସେ ଜଟଣୀଠାରେ ଦଳୀୟ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବା ସହ ରାଜ୍ୟ କାର୍ଯ୍ୟାଳୟରେ ଦଳର...















