26 C
Bhubaneswar
Tuesday, July 28, 2026
-Advertisement-

ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ

ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା ଦେଇଛନ୍ତି ଆଇଜି ସତ୍ୟଜିତ୍ ନାୟକ...

NEET(UG)୨୦୨୬ ପରୀକ୍ଷା ବାତିଲ

ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅନୁମୋଦନ କ୍ରମେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ୩ ମଇ, ୨୦୨୬ ରେ ଅନୁଷ୍ଠିତ NEET (UG) ୨୦୨୬ ପରୀକ୍ଷାକୁ ବାତିଲ କରିଛି। ଏହା ବ୍ୟତୀତ ଭାରତ ସରକାର ଏହି ଘଟଣା ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର...

ଚେନ୍ନାଇ ଏୟାରପୋର୍ଟରେ ଅଘଟଣ; ବିମାନରେ ଲାଗିଲା ନିଆଁ

ଚେନ୍ନାଇ: ଆଜି ଚେନ୍ନାଇ ବିମାନ ବନ୍ଦରରେ ଉଡାଣ ଭରିବାକୁ ଯାଉଥିବା ଏକ ବିମାନରେ ନିଆଁ ଲାଗିଥିଲା । ବିମାନର ବାମ ୱିଙ୍ଗରେ ନିଆଁ ଲାଗିଯାଇଥିଲା । ବିମାନ ରନୱେରୁ ଉଡାଣ ଭରିବାକୁ ଯାଉଥିବା ସମୟରେ ନିଆଁ ଲାଗିଥିବା ଦେଖିଥିଲେ ବିମାନର...

ପୋଲିସ ଏନକାଉଣ୍ଟରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡ଼ା: ପୋଲିସ ଏନକାଉଣ୍ଟରରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର। ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର ଏହି ଦୁଇ ଜଣ ହେଲେ...

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱଶର୍ମା। ଗୌହାଟୀର ଖାନାପଡ଼ା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ...

ଘରୋଇ ଗ୍ୟାସରେ ବଡ଼ ନିୟମ, ବନ୍ଦ ହୋଇଯିବ ସବସିଡି

ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ୍ ଯୁଦ୍ଧ ମଧ୍ୟରେ ଭାରତରେ ଦେଖା ଦେଇଥିବା ଇନ୍ଧନ ଗ୍ୟାସ ସଙ୍କଟର ମୁକାବିଲା ପାଇଁ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛନ୍ତି । ସରକାର ସମସ୍ତ ତୈଳ କମ୍ପାନୀ ଯଥା ଇଣ୍ଡିଆନ ଅଏଲ୍, ଭାରତ...

ବରଗଡ଼ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ:୧୫ରୁ ବାଲେଶ୍ବର, କଟକ, ପୁରୀ ଓ ସମ୍ବଲପୁରରେ ଧାନକିଣା

ଭୁବନେଶ୍ୱର: ରାଜ୍ୟରେ ରବି ଋତୁରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି । ସୋମବାର ବରଗଡ଼ ଜିଲ୍ଲାରେ ଧାନକିଣା ଆରମ୍ଭ ହୋଇଛି । ବରଗଡ଼ରେ ସରକାରୀ ସ୍ତରରେ ଧାନ ବିକ୍ରୟ ପାଇଁ ପ୍ରାୟ ଏକ ଲକ୍ଷ ୫ ହଜାର...

ଶୁଭେନ୍ଦୁଙ୍କ ସହଯୋଗୀଙ୍କ ହତ୍ୟା ମାମଲା: ବିହାରରୁ ୩ ସାର୍ପସୁଟର ଗିରଫ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହାୟକ (PA) ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ସଂପୃକ୍ତ ୩ ଜଣ ସାର୍ପସୁଟରଙ୍କୁ ବିହାରରୁ ଗିରଫ...

ରାଜଧାନୀ ରାଜରାସ୍ତାରେ କଂଗ୍ରେସ କର୍ମୀ ଏବଂ ପୋଲିସ ମୁହାଁମୁହିଁ

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ମାମଲାରେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଂଗ୍ରେସ ଆଣିଛି ଅଭିଯୋଗ । ଏନେଇ କମିଶନରେଟ୍ ପୋଲିସର କାର୍ଯ୍ୟାଳୟ ଘେରାଉ କରିଛି କଂଗ୍ରେସ । ଏପିରିକି ଆନ୍ଦୋଳନ ସମୟରେ ପୋଲିସ ଉପରକୁ...

ରାଜଧାନୀରେ ‘ନାଇଟ୍ ଅପରେସନ’

ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍‌। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । ରବିବାର ରାତିରେ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com