ରାଜ୍ୟରେ ଉଦଘାଟନ ହେଲା ପ୍ଲାଜମା ଥେରାପି
ରାଜ୍ୟରେ ଉଦଘାଟନ ହେଲା ପ୍ଲାଜମା ଥେରାପି । କଟକ ଏସସିବି ମେଡିକାଲରେ ଉଦଘାଟନ ହୋଇଛି ପ୍ଲାଜମା ଥେରାପି । ଭିଡିଓ କନଫରେନସିଂରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, କରୋନା ବିରୋଧୀ ଆମ...
ସିବିଏସଇ ଦଶମ ରେଜଲ୍ଟ:ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ
ସିବିଏସଇ ଦଶମଶ୍ରେଣୀ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । www.cbseresults.nic.in/results.nic.in ଏହି ୱେବସାଇଟ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ନିଜର ପରୀକ୍ଷାଫଳ ପାଇପାରିବେ । କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ ଟ୍ୱିଟ କରି ଏହି ଘୋଷଣା କରିଥିଲେ ।...
୩ ମୃତ , ୬୧୮ ପଜିଟିଭ୍ ଚିହ୍ନଟ
ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କ ଜୀବନ ଯାଇଛି । ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରେ ଜଣେ ୬୫ ବର୍ଷ ବୟସ୍କ ପୁରୁଷଙ୍କ ର ମୃତ୍ୟୁ ହୋଇଛି...
୪ ମୃତ, ୫୪୩ ପଜିଟିଭ୍ ଚିହ୍ନଟ
ଦିନକୁ ଦିନ ରାଜ୍ୟରେ କରୋନା ମୃ୍ତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ୪ ଜଣଙ୍କର ମୃତ୍ୟୁ ହୋଇଛି । କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ଗଞ୍ଜାମରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । କଟକରେ...
୬ ମୃତ, ୬୧୬ ପଜିଟିଭ୍ ଚିହ୍ନଟ
ଆଜି ରାଜ୍ୟରେ କରୋନାରେ ପୁଣି ୬ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ରୁ ୪ ,ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ ମୋଟ କରୋନା ସଂଙ୍କ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି...
ଓଡ଼ିଶାରେ ଆଉ ୩ ମୃତ, ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା...
୧୯ ଜିଲ୍ଲାରୁ ୫୭୦ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ବେକାବୁ କରୋନା । ଧିରେ ଧିରେ କରୋନା ତାର କରାଳ ରୂପ ଦେଖାଇବାରେ ଲାଗିଲାଣି । କରୋନାରେ ଆଜି ୫ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀ, ଭୁବନେଶ୍ୱର, କଟକରୁ ଜଣେ...
ଆଜି ସର୍ବାଧିକ ୭୫୫ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଆଜି ଆଉ ୪ ମୁଣ୍ଡ ନେଲା କରୋନା । ସମସ୍ତ କରୋନା ମୃତକ ଗଞ୍ଜାମ ଜିଲ୍ଲାର । ଗଞ୍ଜାମ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୩୪କୁ ବୃଦ୍ଧି । ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।...
ଭୁବନେଶ୍ୱରରୁ ୩୨ ପଜିଟିଭ୍ ଚିହ୍ନଟ
ଆଜି ଭୁବନେଶ୍ୱରରୁ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୪ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୮ ଲୋକାଲ କେସ୍ ରହିଛି । ୧୮ ଲୋକାଲ କେସ୍ ନୟାପଲ୍ଲି ଆଇଆରସିଭିଲେଜରୁ ଜଣେ, ନୂଆସାହିରୁ ଜଣେ, ବ୍ରିଟ୍ କଲୋନିରୁ...
ଆସିଲା ଆଦିତ୍ୟଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ
ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶକ୍ତ ଆଘାତ ଯୋଗୁଁ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ୱଷ୍ଟ ହୋଇଥିବା ସୂଚନା ମିଳିଛି । ଭୁବନେଶ୍ୱର ଜିଆରପି ଶବ ବ୍ୟବଚ୍ଛେଦ ରିପୋର୍ଟ ପାଇବା...



















