ଭାରତୀୟ ବାୟୁସେନା ବିମାନ କ୍ରାଶ୍ ୫ଯବାନ ଶହୀଦ
ନୂଆଦିଲ୍ଲୀ:ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି। ବିମାନଟି ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। IAF ଅନୁଯାୟୀ,...
ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ ଏଏସଆଇ
ଅନୁଗୁଳ:ଛେଣ୍ଡିପଦା ଜରପଡା ଥାନା ରେ କାର୍ଯ୍ୟରତ ASI ସୀତା ନାୟକ ଏକ ମାମଲାର ଚୂଡାନ୍ତ ରିପୋର୍ଟ ଦେବାପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ୮...
ତିଖିରି ସରପଞ୍ଚ ଚାମେଲି ଓଝା ଗଲେ ଜେଲ୍
ଭୁବନେଶ୍ୱର:କାର୍ଯ୍ୟରତ ପୋଲିସକୁ ଆକ୍ରମଣ ଘଟଣାରେ ମହାକାଳପଡ଼ା ଥାନା ପୋଲିସ ଚାମେଲିଙ୍କୁ ଗିରଫ କରିବା ପରେ ଜଗତସିଂହପୁର ଏସଡିଜେଏମ୍ କୋର୍ଟରେ ହାଜର କରିଛି । ଏହା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସରପଞ୍ଚ ଚାମେଲି ଓଝାଙ୍କ...
ଡିଜି ପଦବୀ ପାଇଁ ୩୩ ଆଇପିଏସ୍ ଚୟନ : ସ୍ଥାନପାଇଲେ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ମିଳିଛି ବଡ଼ ସଫଳତା। ନିର୍ଦ୍ଦେଶକ ଜେନେରାଲ (DG) ବା ସମକକ୍ଷ ପଦବୀ ପାଇଁ ଦେଶର ୩୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ନାମ ମନୋନୀତ...
ବାୟୁସେନାର AN-32 ବିମାନ କ୍ରାଶ୍, ପାଇଲଟଙ୍କ ମୃତ୍ୟୁ ଆଶଙ୍କା
ନୂଆଦିଲ୍ଲୀ: ଆସାମର ଜୋରହାଟସ୍ଥିତ ଭାରତୀୟ ବାୟୁସେନା ଷ୍ଟେସନରେ ଶନିବାର ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ‘AN-32’ ପରିବହନ ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ବିମାନର ପାଇଲଟଙ୍କ ମୃତ୍ୟୁ ହୋଇଥିବା...
ଉଦଘାଟିତ ହେଲା ଏକାମ୍ର କାନନ ରାସ୍ତା: ସିଆରପିରୁ ଇନଫୋସିଟି ଲାଗିବ ୧୫ ମିନିଟ୍
ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଦୁଇବର୍ଷ ପୂର୍ତ୍ତି ଅବସରରେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପାଇଁ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱରର ଭିଡ଼ ନିୟନ୍ତ୍ରଣ ଓ ଗମନାଗମନର ବିକାଶ ପାଇଁ ୧୦୮.୨୪ କୋଟି ଟଙ୍କା ବ୍ୟୟରେ...
ସରକାରୀ ବିଲ୍ଡିଂରେ ଅଗ୍ନିକାଣ୍ଡ: ଜଳିଗଲା ୪୦୦୦ରୁ ଅଧିକ EVM
ପଶ୍ଚିମବଙ୍ଗ:ଦକ୍ଷିଣ କୋଲକାତାର ଅଲିପୁରସ୍ଥିତ ଏକ ବହୁମହଲା ସରକାରୀ ବିଲ୍ଡିଂରେ ଗତ ବୁଧବାର ଦିନ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ପ୍ରାୟ ୪,୦୦୦ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (EVM) ଜଳି ପାଉଁଶ ହୋଇଯାଇଛି।ସୂଚନା ଅନୁଯାୟୀ, ଯେଉଁ ୯ ମହଲା ବିଶିଷ୍ଟ ବିଲ୍ଡିଂରେ ନିଆଁ...
ଆଖି ବୁଜିଲେ ଏମଭି କନେଷ୍ଟବଳ ଆଶୁତୋଷ ;ସିବିଆଇ ତଦନ୍ତ ପାଇଁ ଦାବି କଲେ ପରିବାର ଲୋକ
ବ୍ରହ୍ମପୁର:ଦୀର୍ଘ ୧ ସପ୍ତାହ ଧରି ସଂଗ୍ରାମ କରିବା ପରେ ଶେଷରେ ଆଖି ବୁଜିଛନ୍ତି ଏମଭି କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ l ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା। ଚିକିତ୍ସା ପାଇଁ ବ୍ରହ୍ମପୁରରୁ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଥିଲା। ଏମ୍ସର...
ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର:ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଉତ୍ତର ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିଥିବାବେଳେ ଆଗାମୀ କିଛି ଦିନ ମଧ୍ୟରେ ଏହା ସମଗ୍ର ରାଜ୍ୟକୁ ସ୍ପର୍ଶ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ସହିତ...
ଆଜିଠୁ ଆରମ୍ଭ ହେବ ମହିଳା ଟି-୨୦ ବିଶ୍ୱକପ୍
ନୂଆଦିଲ୍ଲୀ: ମହିଳା ଟି-୨୦ ବିଶ୍ୱକପ୍ ୨୦୨୬ ଆଜିଠାରୁ ଆରମ୍ଭ ହେଉଛି। ଇଂଲଣ୍ଡ ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ମହିଳା କ୍ରିକେଟ୍ ଦଳ ସମେତ ଚଉଦ ଦଳ ଅଂଶଗ୍ରହଣ କରୁଛନ୍ତି। ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଏଥର ପ୍ରଥମ...
















