30.1 C
Bhubaneswar
Sunday, October 25, 2026
-Advertisement-

ବିଡିଓଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଚାମେଲି ଓଝାଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

କେନ୍ଦ୍ରାପଡ଼ା: ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ସାନ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଗିରଫ କରିଛି ମହାକାଳପଡ଼ା ପୋଲିସ l ଗୁରୁବାର ମହାକାଳପଡ଼ା ବିଡିଓଙ୍କ ଚାମ୍ବରରେ ପଶି ତାଙ୍କ ଭିଡିଓ ରେକର୍ଡ କରିବା, ବିଡିଓଙ୍କୁ ଦୁର୍ବ୍ୟବହାର କରିବା ଏବଂ ପୋଲିସକୁ...

ତଦନ୍ତ କମିଶନ ରିପୋର୍ଟ ହଜିବା ଘଟଣାରେ ବିଜେଡିକୁ ଦୋଷ ଦେଲା ବିଜେପି

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ରିପୋର୍ଟ ଚୋରି ହୋଇଥିବା ନେଇ ଥାନାରେ ଏତଲା ପରେ ଉଭୟ ରାଜ୍ୟ ସରକାର ଓ ବିଜେପି ସିଧାସଳଖ ପୂର୍ବତନ ବିଜେଡି ସରକାରଙ୍କୁ ଏଥିପାଇଁ ଦାୟୀ କରିଛନ୍ତି।ବିଜେପି ସାଧାରଣ ସମ୍ପାଦକ ବିରଂଚି ନାରାୟଣ...

ନୀତି ଆୟୋଗରେ ଓଡ଼ିଶାର ଦମଦାର ରିପୋର୍ଟ କାର୍ଡ

ନୂଆଦିଲ୍ଲୀ: ନୀତି ଆୟୋଗର ୧୧ତମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ବିକଶିତ ଭାରତ-୨୦୪୭’ ଲକ୍ଷ୍ୟ ସହ ‘ବିକଶିତ ଓଡ଼ିଶା’ର ଏକ ଦୂରଦର୍ଶୀ ରୋଡମ୍ୟାପ୍ ଉପସ୍ଥାପନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱକୁ...

ଗୁରୁ ରନ୍ଧାୱାଙ୍କ ଫିଟନେସ୍ ସେଣ୍ଟର ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ : ଦିଲ୍ଲୀର ପଶ୍ଚିମ ବିହାର ଅଞ୍ଚଳରେ ଥିବା ପ୍ରସିଦ୍ଧ ପଞ୍ଜାବୀ ଗାୟକ ଗୁରୁ ରନ୍ଧାୱାଙ୍କ ଫିଟନେସ୍ ସେଣ୍ଟର ଉପରେ ଗୁଳିମାଡ଼ ହୋଇଛି । ବାଇକରେ ଆସିଥିବା ଦୁଇଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜିମକୁ ଟାର୍ଗେଟ୍ କରି ଅନେକ ରାଉଣ୍ଡ ଗୁଳି...

ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଟଳିଲା ବଡ଼ ଅଘଟଣ

ଭୁବନେଶ୍ୱର:ଝାରପଡ଼ା ନିକଟସ୍ଥ ରେଲୱେ ବ୍ରିଜ ନିକଟରେ କୋଣାର୍କ ଏକ୍ସପ୍ରେସ ସହ ଅନ୍ୟ ଏକ ଚାରିଟି ଏସି କୋଚ ନେଇ ଆସୁଥିବା ଟ୍ରେନର ଧକ୍କା ହୋଇଛି।କୋଣାର୍କ ଏକ୍ସପ୍ରେସ ଯାତ୍ରୀଙ୍କୁ ଛାଡ଼ି ମଞ୍ଚେଶ୍ୱର ଡିପୋ ଆଡ଼କୁ ସଫେଇ ପାଇଁ ଯାଉଥିବା ବେଳେ ସେହି...

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର:ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଆଜି ଶେଷ ତାରିଖ ରହିଥିଲା । ରାଜ୍ୟ ସଭା...

ଥାର୍ଡ ଡିଗ୍ରୀ ଦେବା ଘଟଣାରେ SI ଓ ASIଙ୍କୁ ସସ୍‌ପେଣ୍ଡ କଲେ ଅବକାରୀ କମିଶନର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ଯୁବକ ବିନୋଦ କୁମାର ଦାସଙ୍କୁ ଅବକାରୀ ବିଭାଗ ପକ୍ଷରୁ ଥାର୍ଡ ଡିଗ୍ରୀ ଦିଆଯାଇଥିବା ଘଟଣାରେ ଅବକାରୀ SI ଛାୟାକାନ୍ତ ନାୟକ ଓ ASI ପ୍ରଦୀପ ମଲ୍ଲିକ ଙ୍କୁ ସସ୍‌ପେଣ୍ଡ କଲେ ଅବକାରୀ କମିଶନର।...

ଆଜିଠୁ ଆରମ୍ଭ ହେବ ଫିଫା ବିଶ୍ୱକପ୍

ମେକ୍ସିକୋ: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଫିଫା ବିଶ୍ୱକପ୍ l ଏଥିରେ ସର୍ବାଧିକ ୪୮ ଦେଶ ଭାଗ ନେଉଛନ୍ତି। ଏଥିଯୋଗୁ ବିଶ୍ୱକପ୍‌ର ମ୍ୟାଚ୍‌ ସଂଖ୍ୟା ୧୦୪ରେ ପହଞ୍ଚିଛି, ଯାହାକି ପୂର୍ବ ସମସ୍ତ ସଂସ୍କରଣ ତୁଳନାରେ ସର୍ବାଧିକ। ଏହି ସମ୍ମାନଜନକ ଟୁର୍ନାମେଣ୍ଟର...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ତଦନ୍ତ କମିଶନ ରିପୋର୍ଟ ହଜିଯିବା ଘଟଣା : ଗୃହ ବିଭାଗ ଦେଲା ଥାନାରେ ଏତଲା

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ରିପୋର୍ଟ ହଜିଯିବା ପରେ ଏନେଇ କ୍ୟାପିଟାଲ ଥାନାରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଅଭିଯୋଗ ପରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ଗୃହ ବିଭାଗ...

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନଙ୍କ ବଡ଼ ବୈଠକ

ଭୁବନେଶ୍ୱର:ଶଙ୍ଖ ଭବନରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ବୁଧବାର ଦିନ ହୋଇଥିବା ଏହି ବୈଠକ ରେ ସେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର...
- Advertisement -

Latest article

ଅପରେସନ ସିନ୍ଦୂରକୁ ନେଇ ପାକିସ୍ତାନକୁ ବାୟୁସେନା ମୁଖ୍ୟଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’କୁ ନେଇ ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଏ.ପି. ସିଂହ ପାକିସ୍ତାନକୁ ଏକ କଡ଼ା ଚେତାବନୀ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ଦୃଢ଼ୋକ୍ତି ପ୍ରକାଶ...

Twindor VIP Free Spins: Wielkość i Częstotliwość

Spis treściStruktura programu VIP w TwindorTypowa liczba free spinów na różnych poziomach VIPCzęstotliwość otrzymywania free spinówWarunki obrotu i kluczowe ograniczeniaJak aktywować i odebrać free...

Czas odstawienia Spinimax: Jak długo to naprawdę trwa?

Spis treściProces wypłaty środków krok po krokuStandardowe czasy przetwarzania wypłatWeryfikacja konta (KYC) i jej wpływ na czas wypłatyCzynniki wpływające na opóźnienia w wypłatachJak przyspieszyć...