ଭୁବନେଶ୍ୱର ବିମାନବନ୍ଦର ଘରୋଇକରଣକୁ ନେଇ ବିଜେଡିର ତୀବ୍ର ବିରୋଧ
ଭୁବନେଶ୍ୱର: ଓଡ଼ିଶାର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ନାଁରେ ନାମିତ ହୋଇଥିବା ବେଳେ ଏଥିରୁ ବର୍ଷକୁ ୨୦୦ ରୁ ୫୦୦ କୋଟି ଲାଭ ଆସୁଛି। କେନ୍ଦ୍ର ସରକାର ଏହାକୁ ଘରୋଇକରଣ...
ନବଜାତ ଶିଶୁ ୱାର୍ଡରେ ଲାଗିଲା ନିଆଁ, ୩ ଶିଶୁଙ୍କ ମୃତ୍ୟୁ
ଅମରାବତୀ: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲାର ଏକ ସରକାରୀ ମହିଳା ଡାକ୍ତରଖାନାର ଶିଶୁ ୱାର୍ଡରେ ଅଚାନକ ଭୟାବହ ଅଗ୍ନିକାଣ୍ଡ ଘଟି ତିନି ଜଣ ନବଜାତକଙ୍କର ମୃତ୍ୟୁ ଘଟିଛି । ମିଳିଥିବା ଖବର ଅନୁଯାୟୀ, ଡାକ୍ତରଖାନାର ନବଜାତ ଶିଶୁ ଅତିଦକ୍ଷ...
ସରକାରୀ ସେବାରେ ଲାଗୁ ହେଲା ‘ଅଟୋ-ଅପିଲ୍ ସିଷ୍ଟମ୍’
ଭୁବନେଶ୍ୱର: ଓଡ଼ିଶା ଜନସେବା ଅଧିକାର ଆଇନ, ୨୦୧୨ ଅଧୀନରେ ଥିବା ସମସ୍ତ ସରକାରୀ ସେବା ଯୋଗାଣ ପ୍ରକ୍ରିୟାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଲାଗୁ ହୋଇଛି ‘ଅଟୋ-ଅପିଲ୍ ସିଷ୍ଟମ୍’ । ଏହି ବ୍ୟବସ୍ଥାର ସୁପରିଚାଳନା...
ଆଣ୍ଟିବାୟୋଟିକ ଉପରେ ଲଗାମ ପାଇଁ ଆସିବ ସ୍ୱତନ୍ତ୍ର ଆପ୍,ପ୍ରେସକ୍ରିପସନକୁ କରାଯିବ ଡିଜିଟାଲାଇଜେସନ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଣ୍ଟିବାୟୋଟିକ ର ବହୁଳ ବ୍ୟବହାର ଉପରେ ରୋକ ଲଗାଇବାକୁ ଏକ ସ୍ୱତନ୍ତ୍ର ଆପ୍ ଆଣୁଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏଥିପାଇଁ ଡାକ୍ତର ଲେଖୁଥିବା ପ୍ରେସକ୍ରିପସନକୁ କରାଯିବ ସମ୍ପୂର୍ଣ୍ଣ ଡିଜିଟାଲାଇଜେସନ । ଏହାଦ୍ୱାରା ଡାକ୍ତର କେତୋଟି...
ହତ୍ୟା ପରେ ମୋବାଇଲ୍ ଟ୍ରାକିଂରୁ ମିଳିଲା ଫେରାର ହେବାର ସୁରାକ
ତାମିଲନାଡୁ: ତାମିଲନାଡୁ ଏକ୍ସପ୍ରେସ୍ରୁ ଏକ ସୁଟକେସ୍ ଭିତରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିବା ଘଟଣାରେ ବଡ଼ ସୁରାକ ମିଳିଛି। ଏହି ହତ୍ୟାକାଣ୍ଡରେ ଓଡ଼ିଶାର ଜଣେ ସନ୍ଦିଗ୍ଧ ଦମ୍ପତିଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ସୂଚନା ଥାଉ ଯେ,...
ପାରାଦୀପରୁ ବାହାରିଥିବା ଜାହାଜ ବଙ୍ଗୋପ ସାଗର ରେ ନିଖୋଜ
ପାରାଦୀପ: ପାରାଦୀପ ଉପକୂଳରୁ ପ୍ରାୟ ୨୪୦ ନଟିକାଲ୍ ମାଇଲ୍ ଦୂର ବଙ୍ଗୋପସାଗରରେ ୨୪ ଜଣ ନାବିକଙ୍କୁ ନେଇ ଯାଉଥିବା 'MV Ocean Winner' ନାମକ ପାନାମା-ଫ୍ଲାଗଡ୍ ମାଲବାହୀ ଜାହାଜ ସମୁଦ୍ର ମଧ୍ୟରେ ବୁଡ଼ିଯାଇଛି। ଶୁକ୍ରବାର ଓଡ଼ିଶାରୁ ଲୁହାପଥର...
ପୂର୍ବତନ ବିଚାରପତିଙ୍କୁ ଗୁରୁପ୍ରୀତ କୌରଙ୍କ ଲିଗାଲ ନୋଟିସ୍
ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ସିଂ ମାନଙ୍କ ପତ୍ନୀ ଗୁରୁପ୍ରୀତ କୌର ଏକ ଦୁଷ୍କର୍ମ ମାମଲା ରଫାଦଫା କରିବାକୁ ୫ କୋଟି ଟଙ୍କା ଲାଞ୍ଚ ଦାବି କରିଥିବାର କଂଗ୍ରେସ ନେତା ସୁଖପାଲ ଖୈରାଙ୍କ ଭିଣୋଇ ତଥା ପଞ୍ଜାବ-ହରିୟାଣା...
BCI ଚେୟାରମ୍ୟାନ୍ ମନନ ମିଶ୍ରଙ୍କ ବିରୋଧରେ ଗୁରୁତର ଅଭିଯୋଗ
ନୂଆଦିଲ୍ଲୀ: ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ସଂସ୍ଥାର କୋ-ଚେୟାରମ୍ୟାନ୍ ତଥା ବରିଷ୍ଠ ଆଇନଜୀବୀ ୱାଇ.ଆର୍. ସଦାଶିବ ରେଡ୍ଡୀ, ଚେୟାରମ୍ୟାନ୍ ମନନ ମିଶ୍ରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିବା ସହ ତାଙ୍କୁ ଇସ୍ତଫା ଦେବାକୁ ଦାବି କରିଛନ୍ତି। ସଦାଶିବ...
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଆଉ ନାହାଁନ୍ତି । ୮୮ ବର୍ଷ ବୟସରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ...
ସରକାରୀ ସେବାରେ ବିଳମ୍ବ ହେଲେ ଆପେଆପେ ହେବ ଅପିଲ୍:ଲାଗୁହେଲା ଅଟୋ-ଅପିଲ୍ ସିଷ୍ଟମ୍’
ଭୁବନେଶ୍ୱର:ଓଡ଼ିଶା ଜନସେବା ଅଧିକାର ଆଇନ, ୨୦୧୨ (ଓଆରଟିପିଏସଏ) ଅଧୀନରେ ଥିବା ସମସ୍ତ ସୂଚିତ ସରକାରୀ ସେବା ଯୋଗାଣ ପ୍ରକ୍ରିୟାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ନିମନ୍ତେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ଯୁଗାନ୍ତକାରୀ...

















