କେନ୍ଦୁଝରରେ ଭୁଶୁଡ଼ିଲା ବିଜେଡ଼ି ଗଡ
ବିଜେଡ଼ିକୁ ଲାଗିଛି ଶକ୍ତ ଝଟକା । କେନ୍ଦୁଝରରେ ଜଣେ ପୌର ଉପାଧ୍ୟକ୍ଷ , ୮ ଜଣ କାଉନସିଲର୍ ଓ ୩ ଜଣ ସାଧାରଣ ସମ୍ପାଦକ ଦଳର ପ୍ରାଥମିକ ସଦସ୍ୟତା ପଦରୁ ରବିବାର ଇସ୍ତଫା ଦେଇଛନ୍ତି । କେନ୍ଦୁଝରର ପୌର...
ଯୁଦ୍ଧକୁ ନେଇ ଇରାନରେ ରାଷ୍ଟ୍ରପତି ଏବଂ ଆଇଆରଜିସି ମୁଖ୍ୟଙ୍କ ମଧ୍ୟରେ ମତଭେଦ
ସୂଚନା ଅନୁଯାୟୀ,ଇରାନରେ ଯୁଦ୍ଧ ଶେଷ କରିବା ନେଇ ରାଷ୍ଟ୍ରପତି ପେଜେସ୍କିଆନ ଏବଂ IRGC ମୁଖ୍ୟ ଅହମଦ ଭାହିଦିଙ୍କ ମଧ୍ୟରେ ମତଭେଦ ଥିବା ରିପୋର୍ଟ ପ୍ରକାଶ ପାଇଛି। ପେଜେସ୍କିଆନଙ୍କୁ ଜଣେ ମଧ୍ୟମବାଦୀ ଭାବରେ ବିବେଚନା କରାଯାଏ, ଯେତେବେଳେ IRGC ମୁଖ୍ୟ...
ତହସିଲଦାରଙ୍କୁ ହତ୍ୟା ଧମକ
କଳାହାଣ୍ଡି ଜିଲ୍ଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ୱାମୀ ଯେ କି ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ତହସିଲଦାର ବିଭୁ ପ୍ରସାଦଙ୍କୁ ହତ୍ୟା ଧମକ ଦେବା ପରେ ତାଙ୍କୁ ପୋଲିସ ଖୋଜୁଛି । ବିଧାୟିକାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ...
ରୁଷିଆଠୁ S-400 ସିଷ୍ଟମ କିଣିବ ଭାରତ
ସୀମାରେ ବଢୁଥିବା ଚିନ୍ତାଜନକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ନିଜର ଆକାଶ ମାର୍ଗର ସୁରକ୍ଷାକୁ ଆହୁରି ମଜଭୁତ କରିବାକୁ ଯାଉଛି। ଭାରତ ବର୍ତ୍ତମାନ ରୁଷିଆ ଠାରୁ S-400 ମିସାଇଲ୍ ପ୍ରତିରକ୍ଷା ପ୍ରଣାଳୀ କିଣିବାକୁ ଯୋଜନା କରୁଛି। ଏହି ଅତ୍ୟାଧୁନିକ ସିଷ୍ଟମ...
ନୟାଗଡ଼ ବସ୍ ଦୁର୍ଘଟଣା; ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ CMRF ପାଣ୍ଠିରୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସୂଚନା ଅନୁସାରେ ଗତକାଲି ‘ମା’...
ଶସ୍ତା ହେବ ପେଟ୍ରୋଲ ଓ ଡିଜେଲ ଦର
ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କ ହ୍ରାସ କରିଛନ୍ତି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ପ୍ରତି ଲିଟର ୧୩ ଟଙ୍କାରୁ ହ୍ରାସ ପାଇ ୩ ଟଙ୍କା ହୋଇଛି। ଡିଜେଲ ଉପରେ...
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅତ୍ୟାବଶ୍ୟକ ଦ୍ରବ୍ୟର ଯୋଗାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ
ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ଏଥିରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ...
ଇରାନର ଶକ୍ତି ଭିତ୍ତିଭୂମି ଉପରେ ୧୦ ଦିନ ଆକ୍ରମଣ ହେବ ନାହିଁ: ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ ପାଇଁ ସମୟସୀମା ୬ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣକୁ ୧୦ ଦିନ ପାଇଁ ବନ୍ଦ...
ପୁଣି ଥରେ ଆରମ୍ଭ ହେବ ପାକିସ୍ତାନ-ଆଫଗାନିସ୍ତାନ ଯୁଦ୍ଧ
ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ପୁଣି ଥରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ଇସଲାମାବାଦରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ତାହିର ଆନ୍ଦ୍ରାବି କହିଛନ୍ତି, ମାର୍ଚ୍ଚ ୨୩ ରୁ ୨୪ ମଧ୍ୟରାତ୍ରି ମଧ୍ୟରେ ଯୁଦ୍ଧବିରତି ଶେଷ ହୋଇଛି। ଇସଲାମାବାଦ ଆଫଗାନିସ୍ତାନ...
ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ସାରା ଭାରତ ଉପରେ ପଡ଼ିଛି । ଏହି ସଙ୍କଟ ପରିସ୍ଥିତିକୁ କିପରି ସଫଳତାର ସହିତ ମୁକାବିଲା କରାଯିବ ସେଥିପାଇଁ ସତର୍କତାର ସହିତ ଭାରତ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟରେ...



















