24.1 C
Bhubaneswar
Monday, October 26, 2026
-Advertisement-

ପୂର୍ତ୍ତ ବିଭାଗର ସମୀକ୍ଷା ବୈଠକ: ସମୟସୀମା ମଧ୍ୟରେ କାର୍ଯ୍ୟ ସାର

ଭୁବନେଶ୍ୱର: ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ହଲ୍‌ ପରିସରରେ ନିର୍ମାଣ ବିଭାଗର ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ନିର୍ମାଣ ପ୍ରକଳ୍ପର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ପୁରୀ ଐତିହ୍ୟ ପ୍ରକଳ୍ପ ଠାରୁ ଆରମ୍ଭ...

ବସ୍-ଅଟୋ ମୁହାଁମୁହିଁ ଧକ୍କା, ୨ ଶିଶୁଙ୍କ ସମେତ ୬ ମୃତ

ଗଞ୍ଜାମ: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ଯାତ୍ରୀବାହୀ ବସ୍ । ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଲଡକାପଲ୍ଲୀ ଛକରେ ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୪ ଜଣ...

ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀସ୍ଥିତ 'ସେବା ତୀର୍ଥ'ଠାରେ ଦୀର୍ଘ ୪ରୁ ୫ ଘଣ୍ଟା ଧରି ଚାଲିଥିବା ଏହି ମାରାଥନ ବୈଠକରେ ସରକାରଙ୍କ ବିଭିନ୍ନ...

ପେଟ୍ରୋଲ ଓ ଡିଜେଲ ସଙ୍କଟ:ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି...

ଭାରତରେ ବ୍ୟାନ ହେଲା ‘କକ୍ରୋଚ୍ ଜନତା ପାର୍ଟି’ର ଏକ୍ସ ଆକାଉଣ୍ଟ

ନୂଆଦିଲ୍ଲୀ: ସିଜେଆଇ ସୂର୍ଯ୍ୟକାନ୍ତ ଗତ ସପ୍ତାହରେ ସୁପ୍ରିମକୋର୍ଟରେ ଏକ ମାମଲାର ଶୁଣାଣି ସମୟରେ ଦେଶର ଯୁବ ପିଢିଙ୍କ ତୁଳନା ଅସରପା ସହ କରିଥିଲେ । ବିବାଦ ବଢିବା ପରେ ନିଜର ଟିପ୍ପଣୀ ଉପରେ ସିଜେଆଇ ସଫେଇ ମଧ୍ୟ ଦେଇଥିଲେ ।...

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ଜଳ ଯୋଗାଇ ଦିଆଯିବ: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ମୋଟ ୨୦୭ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ମଧ୍ୟରୁ ୩୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ୨୦୨୭ ମାର୍ଚ୍ଚ ଶେଷ ସୁଦ୍ଧା ସବୁ ଗାଁକୁ...

ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ: ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା କରାଯାଇଛି । ମିଳିଥିବା ଖବରରୁ ଜଣାପଡିଛି ଯେ, ହମଜା ବୁରହାନଙ୍କୁ ମୁଜାଫରାବାଦରେ ଅଜ୍ଞାତ ଆକ୍ରମଣକାରୀ ଟାର୍ଗେଟ କରିଥିଲେ, ଯେଉଁଠାରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ହମଜା...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ଘରେ ଚଢାଉ ହୋଇଛି। ବ୍ରହ୍ମପୁରର ୬ଟି ସ୍ଥାନରେ ଏବଂ ରାୟଗଡ଼ା ରୋହିତ କଲୋନୀରେ ଏକକାଳୀନ ଚଢାଉ ହୋଇଛି । ଚଢାଉ ସମୟରେ ଓଡ଼ିଶା ଭିଜିଲାନ୍ସ...

ବ୍ରହ୍ମପୁରରେ ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ: ପୋଲିସ ଏନକାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗିରି ରୋଡ ଅଞ୍ଚଳର ଜନଗହଳିପୂର୍ଣ୍ଣ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ ଆକ୍ରମଣ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁ ଓରଫ୍‌ ମୁକ୍ତେଶକୁ ପୋଲିସ ଏନକାଉଣ୍ଟର କରିଥିବା ଜଣାପଡ଼ିଛି...

CAA ପରିସରଭୁକ୍ତ ନହେଲେ ଗିରଫଦାରୀ ସହ ଦେଶରୁ ହେବେ ବିଦା

କୋଲକାତା: ପଶ୍ଚିମବଙ୍ଗରେ ବେଆଇନ ଅନୁପ୍ରବେଶକାରୀଙ୍କୁ ନେଇ ସରକାର ଆଭିମୁଖ୍ୟ ଅତ୍ୟନ୍ତ କଠୋର କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ଏକ ବୟାନରେ କହିଛନ୍ତି ଯେଉଁମାନଙ୍କ ନାମ ନାଗରିକତ୍ୱ ସଂଶୋଧନ ଆଇନ (CAA) ର ପରିସରଭୁକ୍ତ ନୁହେଁ, ସେମାନଙ୍କୁ ରାଜ୍ୟ ପୋଲିସ...
- Advertisement -

Latest article

PayPal bij Spinboss: Voordelen, Nadelen en Alternatieven

InhoudWaarom PayPal een Populaire Keuze is voor Online Casino'sStappen om PayPal te Gebruiken bij SpinbossMogelijke Nadelen en BeperkingenVeelvoorkomende Problemen en OplossingenAlternatieven voor PayPal bij...

Règles de la roulette à double bille Lucky8

SommairePrésentation du jeu Double Ball RouletteTypes de mises et tableaux des paiementsStratégies de base et gestion de bankrollAvantages, inconvénients et verdictFAQ et problèmes courants Règles...

Krok po kroku: Jak wykorzystać kody darmowych spinów w Lolajack

Spis treściRejestracja konta i weryfikacja w kasynie LolajackGdzie i jak wprowadzić kod promocyjny LolajackWarunki obrotu i wypłata wygranych z free spinsRozwiązywanie typowych problemów i...