24.1 C
Bhubaneswar
Monday, October 26, 2026
-Advertisement-

କୃଷି ବିକାଶ ଏବଂ କୃଷକ କଲ୍ୟାଣ ଉପରେ ଭୁବନେଶ୍ୱରରେ କୃଷି ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଭିନ୍ନ ରାଜ୍ୟର କୃଷି ମନ୍ତ୍ରୀ, ବରିଷ୍ଠ ଅଧିକାରୀ, ବୈଜ୍ଞାନିକ, କୃଷକ ପ୍ରତିନିଧି, କୃଷି ବିଶେଷଜ୍ଞ,...

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇ.ଏସ.ଆଇ.ସି ମେଡିକାଲ କଲେଜ

ଭୁବନେଶ୍ୱର: ଇ.ଏସ.ଆଇ.ସି ମେଡିକାଲ କଲେଜ ଓ ହସ୍ପିଟାଲ ଭୁବନେଶ୍ୱରର ଅନ୍ଧାରୁଆଠାରେ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏବଂ ଭାରତ ସରକାରଙ୍କ କର୍ମଚାରୀ ରାଜ୍ୟ ବୀମା ନିଗମ (ଇ.ଏସ୍.ଆଇ.ସି) ମଧ୍ୟରେ ଏକ...

ସାରା ଓଡ଼ିଶାକୁ ହିଟୱେଭ୍ ଆଲର୍ଟ, ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ଲହରୀରେ ତାତୁଛି ଓଡିଶା । ଆସନ୍ତା ୩ ରୁ ୪ ଦିନ ଯାଏଁ ହିଟ୍ ୱେଭ୍ ଆଲର୍ଟ। ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିପାରେ ତାପମାତ୍ରା। ଟ୍ଵିନ୍ ସିଟିରେ ପାରଦ ୪୦ ଡିଗ୍ରୀ ଛୁଇଁବା ...

ବ୍ରହ୍ମପୁରରେ ଛାତି ଥରା ଦୃଶ୍ୟ, ମହିଳାଙ୍କ ସାମ୍ନାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଗହଳିପୂର୍ଣ୍ଣ ରାସ୍ତା ମଝିରେ ଜଣେ ଯୁବକଙ୍କୁ ନିର୍ଦ୍ଦୟ ଭାବେ ପିଟିବା ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ବ୍ରହ୍ମପୁର ସହରର ଗିରି ରୋଡ୍ ଛକ ନିକଟରେ ରାତି ପ୍ରାୟ ୯ଟା ଲୋକଙ୍କ ଯିବା-ଆସିବା ଚାଲିଥିବା ସମୟରେ...
ବାଣୀବିହାର ପୁଣି ଅଶାନ୍ତ

ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପୁଣି ବାଣୀବିହାର ଅଶାନ୍ତ

ଭୁବନେଶ୍ୱର:ସୋମବାର ରାତିରେ କିଛି ଅଣଛାତ୍ରଙ୍କ ଆକ୍ରମଣରେ ବାଣୀବିହାରର ୪ ଜଣ ଛାତ୍ର ଆହତ ହୋଇଛନ୍ତି । ଏହାକୁ ନେଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣୀବିହାର ପରିସରରେ ଉତ୍ତେଜନା ଲାଗି ରହିଥିଲା । ସୂଚନା ଅନୁଯାୟୀ, ସୋମବାର ରାତିରେ ବାଣୀବିହାର କ୍ୟାମ୍ପସରେ...

ଭୁବନେଶ୍ୱରରେ ଖୋଲିବ SEBIର ଅଫିସ୍

ଭୁବନେଶ୍ୱର: SEBI ପକ୍ଷରୁ ଭୁବନେଶ୍ୱରରେ ନୂଆ ବ୍ରାଞ୍ଚ କାର୍ଯ୍ୟାଳୟ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବ ଭାରତରେ ସେବିର ପ୍ରଥମ କାର୍ଯ୍ୟାଳୟ ହେବ। ଏନେଇ ସୋମବାର ଏକ MoU ସ୍ୱାକ୍ଷର ହୋଇଥିବାବେଳେ, ଆସନ୍ତା କିଛି ମାସ ମଧ୍ୟରେ କାର୍ଯ୍ୟାଳୟ...

ରୁଷ-ୟୁକ୍ରେନ ଯୁଦ୍ଧରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର: ଋଷ-ୟୁକ୍ରେନ୍ ଯୁଦ୍ଧରେ ଜଣେ ଓଡ଼ିଆ ଯୁବକଙ୍କର ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ମାଧବବନ୍ଧ ଗ୍ରାମର ଯୁବକ ଏ. ରାମାୟାଙ୍କ ରୁଷର ରାଜଧାନୀ ମସ୍କୋରେ ଡ୍ରୋନ ଆକ୍ରମଣରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବର ଅନୁଯାୟୀ,...

ମୁଖ୍ୟ ଶାସନ ସଚିବଙ୍କ ଘୋଷଣା ‘ରାଜ୍ୟରେ ପେଟ୍ରୋଲ-ଡିଜେଲର ଅଭାବ ନାହିଁ’

ଭୁବନେଶ୍ୱର: “ରାଜ୍ୟରେ ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ।” ଆଜି ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏନେଇ ବଡ଼ ସୂଚନା ଦେଇ ଲୋକଙ୍କୁ ଗୁଜବର ବିଶ୍ୱାସ ନ...

ନୀତିନ ନବୀନ ଦେଲେ ରାଜ୍ୟ ନେତାଙ୍କୁ ଗୁରୁମନ୍ତ୍ର, କହିଲେ କାମ କରିଚାଲ

ଭୁବନେଶ୍ୱର: ବିଜେପି କୋର କମିଟି ବୈଠକ ଶେଷରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଦେଇଛନ୍ତି ବାର୍ତ୍ତା । ୨୦୩୬ ବିକଶିତ ଓଡ଼ିଶା ଗଠନରେ ରୋଡ୍ ମ୍ୟାପ ନେଇ ୫ଟି ପରାମର୍ଶ ଦେଇଛନ୍ତି। ସଙ୍ଗଠନ କିପରି ଶକ୍ତିଶାଳୀ ହେବ, ସେ ନେଇ...

ରାଜ୍ୟରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର

ପୁରୀ: ରାଜ୍ୟରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ୩୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ସହ ଏକ ଦୃଶ୍ୟ-ଶ୍ରାବ୍ୟ ହଲ୍ ଏବଂ ମୁକ୍ତାକାଶ ମଞ୍ଚ ରହିବ । ପାଖାପାଖି ୧ ହଜାର...
- Advertisement -

Latest article

PayPal bij Spinboss: Voordelen, Nadelen en Alternatieven

InhoudWaarom PayPal een Populaire Keuze is voor Online Casino'sStappen om PayPal te Gebruiken bij SpinbossMogelijke Nadelen en BeperkingenVeelvoorkomende Problemen en OplossingenAlternatieven voor PayPal bij...

Règles de la roulette à double bille Lucky8

SommairePrésentation du jeu Double Ball RouletteTypes de mises et tableaux des paiementsStratégies de base et gestion de bankrollAvantages, inconvénients et verdictFAQ et problèmes courants Règles...

Krok po kroku: Jak wykorzystać kody darmowych spinów w Lolajack

Spis treściRejestracja konta i weryfikacja w kasynie LolajackGdzie i jak wprowadzić kod promocyjny LolajackWarunki obrotu i wypłata wygranych z free spinsRozwiązywanie typowych problemów i...