ଅନ୍ତରୀଣ ଡିଜିପି ଦାୟିତ୍ବ ନେଲେ ବିନୟତୋଷ ମିଶ୍ର
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ବ ନେଇଛନ୍ତି ବରିଷ୍ଠ ଆଇପିଏସ ଅଫିସର ବିନୟତୋଷ ମିଶ୍ର । ରବିବାର ଦିନ ଡିଜିପି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ରାଜ୍ୟ ସରକାର ବିନୟତୋଷ ମିଶ୍ରଙ୍କୁ ଏହି ଅନ୍ତରୀଣ ଦାୟିତ୍ବ ଦେଇଛନ୍ତି...
ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ
କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ ପୌରାଞ୍ଚଳର ୱାର୍ଡ...
ଲାଲକିଲ୍ଲାରେ ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ:ଦେଶ ଆଜି ପାଳନ କରୁଛି ୮୦ତମ ସ୍ୱାଧୀନତା ଦିବସ l ଏହି ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ସମାରୋହରେ ଲାଲକିଲ୍ଲାରେ ବନ୍ଦେ ମାତରମ୍...
ନିର୍ମାଣାଧୀନ ସୁଡ଼ଙ୍ଗରେ ପାଣି ପଶିଯିବାରୁ ୭ ଶ୍ରମିକ ମୃତ,୧୪ ଆହତ
ଉତ୍ତରାଖଣ୍ଡ: ଚମୋଲିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭିତରେ ପାଣି ପସିଯିବାରୁ ସୁଡ଼ଙ୍ଗରେ କାମ କରୁଥିବା ୭ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ବେଳେ ୧୪ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦୁର୍ଘଟଣା ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟାରେ ଘଟିଥିଲା...
କଟକରେ ଯୁବତୀଙ୍କୁ ଗଣଦୁଷ୍କର୍ମ: ୫ ଗିରଫ, ଜଣେ ଫେରାର
କଟକ: ଜଣେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ କଟକ ନିଶ୍ଚିନ୍ତକୋଇଲି ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ଘଟଣାର ତଦନ୍ତ ପାଇଁ ଜଣେ ଡିଏସପି ପାହ୍ୟାର...
୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ
ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍ର ପୂର୍ବତନ ଏସ୍ଆର୍ଏ ଭଞ୍ଜ...
ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର: ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବିବାଦ ଏବେ ସୁପ୍ରିମକୋର୍ଟ ରେ ପହଂଚିଛି। ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଅଣଦେଖା କରି ଓଡ଼ିଶା ସରକାର କିଛି ଅଫିସରଙ୍କୁ ସୁପାରିଶ ପ୍ୟାନେଲରେ ସାମିଲ ପାଇଁ ଉଦ୍ୟମ...
ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ, ୩୩୦ ଟ୍ରାଞ୍ଜିଟ୍ ହାଉସ୍ ଭାଙ୍ଗିଲା ବେଳେ ଉତ୍ତେଜନା
ଭୁବନେଶ୍ୱର: ଭୁବନେଶ୍ୱରର ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲକୁ ନେଇ ଉତ୍ତେଜନା ଦେଖାଦେଇଛି। ୩୩୦ଟି ଟ୍ରାଞ୍ଜିଟ୍ ହାଉସ୍ ଭଙ୍ଗାଯିବାକୁ ଥିବାବେଳେ ଉଚ୍ଛେଦ ସମୟରେ ଲୋକଙ୍କ ଅସନ୍ତୋଷ ଦେଖାଦେଇଥିଲା । ମିଳିଥିବା ସୂଚନା ଅନୁସାରେ, ନୀଳାଦ୍ରି ବିହାର ଅଞ୍ଚଳରେ ଥିବା...
୧୬ତମ ନିଯୁକ୍ତି ମେଳା: ୧୩୨୬ ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନିଯୁକ୍ତିପତ୍ର
ଭୁବନେଶ୍ୱର: ୧୬ତମ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଅଡିଟୋରିୟମରେ ନିଯୁକ୍ତ ପତ୍ର ପ୍ରଦାନ କରିଛନ୍ତି । ସେ ୯ଟି ବିଭାଗରେ ନବ ନିଯୁକ୍ତ ୧୩୨୬ ଜଣ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି । ଗୃହ...
ଆର୍ଜି କର ଦୁଷ୍କର୍ମ ଓ ହତ୍ୟା ମାମଲାର ପୁନର୍ବାର ହେବ ତଦନ୍ତ : ଶୁଭେନ୍ଦୁ ଅଧିକାରୀ
କୋଲକାତା: ଆର୍ଜି କର ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ପୁନର୍ବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ସୂଚନା ଅନୁଯାୟୀ ମୃତ ଡାକ୍ତରଙ୍କ ମା’...

















