27.2 C
Bhubaneswar
Wednesday, July 29, 2026
-Advertisement-

ଆତ୍ମସମର୍ପଣ କଲେ ୫୦ ଜଣ ମାଓବାଦୀ

ତେଲେଙ୍ଗାନା ପୋଲିସକୁ ମିଳିଛି ବଡ଼ ସଫଳତା । କୁଖ୍ୟାତ ମାଓ ନେତା ମଲ୍ଲା ରାଜି ରେଡ୍ଡି ଓ ଦେବଜୀ ଓରଫ ତ୍ରିପାରୀ ତିରୁପତି ସହିତ ୫୦ ଜଣ ମାଓବାଦୀ ଆଜି ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।...

ଭାରତୀୟ ବାୟୁସେନାର ତେଜସ ବିମାନ ଦୁର୍ଘଟଣାଗ୍ରସ୍ତ

ଭାରତୀୟ ବାୟୁସେନାର ଏକ ତେଜସ ଲଢୁଆ ବିମାନ ବ୍ରେକ ଫେଲ୍ ହେବାରୁ ଏୟାରବେସ ରନୱେରୁ ଆଗକୁ ଖସି ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ବିମାନର ବହୁତ କ୍ଷତି ଘଟିଛି ଓ ବିମାନର ପାଇଲଟ୍ ସୁରକ୍ଷିତ ଭାବେ ବିମାନରୁ ବାହାରି...

ମାର୍ଚ୍ଚ ୩୧ ସୁଦ୍ଧା ସରକାରୀ କର୍ମଚାରୀ ଦାଖଲ କରିବେ ସମ୍ପତ୍ତି ତାଲିକା

ସରକାରୀ କର୍ମଚାରୀଙ୍କ ଗ୍ରୁପ୍-ଏ ଠାରୁ ଆରମ୍ଭ କରି ଗ୍ରୁପ୍-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସମ୍ପତ୍ତିର ସୂଚନା ନ...

ଇରାନ ଛାଡ଼ିବାକୁ ଚେତାବନୀ ଦେଲା ଭାରତୀୟ ଦୂତାବାସ

ଇରାନରେ ଦିନକୁ ଦିନ ବଢୁଛି ଉତ୍ତେଜନା । ଏହାକୁ ଦୃଷ୍ଟିରେ ରଖି ତେହରାନ ସ୍ଥିତ ଭାରତୀୟ ଦୂତାବାସ ନିଜର ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡିବାକୁ କଡା ନିର୍ଦ୍ଦେଶ ଜାରି କରିଛି । ଭରତୀୟ ଦୂତାବାସ ଏକ୍ସରେ ପୋଷ୍ଟ...

ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହେଲା କୋର୍ କମିଟି ବୈଠକ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେଉ ଥିବାବେଳେ, ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଆଜି ଭୋର ସମୟରେ ଝାରସୁଗୁଡା ସଦର ଥାନା ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗାମୀ ଟ୍ରଲର ଓ ପୋଲିସ ବୋଲେରୋ ମଧ୍ୟରେ ମୁହାଁମୁହିଁ...

ଆଫଗନିସ୍ତାନ ସୀମାରେ ପାକିସ୍ତାନର ଏୟାରଷ୍ଟ୍ରାଇକ

ଆଫଗାନିସ୍ତାନ ସୀମାରେ ପାକିସ୍ତାନ ରବିବାର କରିଛି ଏୟାରଷ୍ଟ୍ରାଇକ । ପାକିସ୍ତାନ ସେନା ତେହରିକ ଏ ତାଲିବାନ ପାକିସ୍ତାନର ଆଡ୍ଡା ଉପରେ ହମଲା କରିଛି । ଏହି ଏୟାର ଷ୍ଟ୍ରାଇକରେ ୧୨ ଆତଙ୍କୀ ନିପାତ ହୋଇଛନ୍ତି । ପାକିସ୍ତାନ...

ରାଜଧାନୀରେ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର ଇନକମ୍ ଟ୍ୟାକ୍ସ ଅଫିସରେ କାର୍ଯ୍ୟରତ ଜଣେ IRSଙ୍କ ବିରୋଧରେ ହୋଇଛି ଦୁଷ୍କର୍ମ ଅଭିଯୋଗ। ସତସଙ୍ଗ ବିହାର ସ୍ଥିତ ସରକାରୀ କ୍ୱାଟର୍ସରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିବା ସହ ଭିଡିଓ ରେକର୍ଡଂ କରିଛନ୍ତି ଜଣେ IRS ଅଫିସର। ଯୁବତୀ ଜଣକ...

କେନ୍ଦ୍ରାପଡା ଜିଲ୍ଲା ଗଣଦୁଷ୍କର୍ମ ଘଟଣା;ରେଡ୍ ଫ୍ଲାଗ୍ ଅନ୍ତର୍ଭୁକ୍ତ କଲା କ୍ରାଇମବ୍ରାଞ୍ଚ

କେନ୍ଦ୍ରାପଡା ଜିଲ୍ଲା ରାଜକନିକାରେ ହୋଇଥିବା ଗଣଦୁଷ୍କର୍ମ ଘଟଣାରେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ନିର୍ଦ୍ଦେଶ ରହିଛି। ସପ୍ତମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଏବଂ ନିର୍ଦ୍ଦେଶ ପାଇବା ପରେ କ୍ରାଇମବ୍ରାଞ୍ଚ ଏହି ମାମଲାକୁ ରେଡ୍...

ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟର

ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବନାଞ୍ଚଳର ବନ ଅଧିକାରୀ ଭାଗବତ ଭୂଷଣ ବେହେରା ଆଜି ଗିରଫ ହୋଇଛନ୍ତି ।ତାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ଉ କରି ବିପୁଳ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...