କାରକେଡ୍ରେ ସାମିଲ ସ୍କର୍ପିଓ ଧକ୍କାରେ ଯୁବକଙ୍କ ମୃତ୍ୟୁ
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରର ଗାଙ୍ଗ୍ୟାଲରେ ଉପମୁଖ୍ୟମନ୍ତ୍ରୀ ସୁରିନ୍ଦର ଚୌଧୁରୀଙ୍କ କାରକେଡ଼ରେ ସାମିଲ ଥିବା ଏକ ସ୍କର୍ପିଓ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ସମୟରେ କାରକେଡ଼ରେ ଉପମୁଖ୍ୟମନ୍ତ୍ରୀ ନଥିଲ । କାରକେଡ଼...
ଗୋ-ବ୍ୟାକ୍ କହିଲେ ବି ମୁଁ ବାରମ୍ବାର ଆସିବି:ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଶନିବାର ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲଠାରେ କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାମ୍ପସର ଶିଳାନ୍ୟାସ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ଧର୍ମେନ୍ଦ୍ର ପ୍ରଧାନ ନିଜ ବିରୋଧରେ ହେଉଥିବା ‘ଗୋ-ବ୍ୟାକ୍’ ନାରାକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି l...
ପ୍ରତିରକ୍ଷା ତଥ୍ୟ ଲିକ୍ କରି ଗିରଫ ହେଲେ ବାୟୁସେନା ଅଧିକାରୀ
ନୂଆଦିଲ୍ଲୀ:ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ 'ହନିଟ୍ରାପ୍' ରେ ଶିକାର ହୋଇ ଦେଶର ସମ୍ବେଦନଶୀଳ ପ୍ରତିରକ୍ଷା ତଥ୍ୟ ଲିକ୍ କରିବା ଅଭିଯୋଗରେ ଜଣେ ୪୪ ବର୍ଷୀୟ ଭାରତୀୟ ବାୟୁସେନା (IAF) ୱିଙ୍ଗ କମାଣ୍ଡରଙ୍କୁ ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ କରାଯାଇଛି।ପୋଲିସ...
ଭୂତ ବଙ୍ଗଳାରେ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ :ଅଭିଯୁକ୍ତକୁ ଗିରଫ କଲା ପୁଲିସ
ଭୁବନେଶ୍ୱର:ଚନ୍ଦକା ଥାନା ଅଞ୍ଚଳର ପାଇକରାପୁରରେ ଥିବା ‘ଭୂତ ବଙ୍ଗଳା’ ନାମରେ ପରିଚିତ ଏକ ପରିତ୍ୟକ୍ତ କୋଠାରେ ଘଟିଥିବା ହତ୍ୟାକାଣ୍ଡର ରହସ୍ୟ ଖୋଲିଛି ପୁଲିସ।ପୁଲିସ ସୂଚନା ଅନୁସାରେ, ଗତ ୧ ତାରିଖରେ ଶୋଇବାକୁ ନେଇ ମହନୀ ଦାସ ଓ...
ମହିଳା ଥାନାରୁ ଖସି ପଳାଇଥିବା ରୁଦ୍ର ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ମହିଳା ଥାନାରୁ ଫେରାର ହୋଇଯାଇଥିବା ଅଭିଯୁକ୍ତ ରୁଦ୍ର ପ୍ରସାଦ ସୂତାରକୁ କ୍ୟାପିଟାଲ ଥାନା ପୋଲିସ ଟିମ୍ ବେଙ୍ଗାଳୁରୁରୁ ଗିରଫ କରିଛି । ସେଠାକାର ସ୍ଥାନୀୟ କୋର୍ଟରେ ରୁଦ୍ରକୁ ହାଜର କରିଥିଲା ପୋଲିସ । ଏହାପରେ...
ଗୋଆ ସେସନ୍ସ କୋର୍ଟର ରାୟ ରଦ୍ଦ, ତେଜପାଲଙ୍କୁ ଦୋଷୀ କଲେ ବମ୍ବେ ହାଇକୋର୍ଟ
ମ୍ବାଇ: ୨୦୧୩ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ତେହଲକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଗୋଆ ସେସନ୍ସ କୋର୍ଟ ତରୁଣଙ୍କୁ ଦୋଷମୁକ୍ତ କରିଥିବା ବେଳେ କୋର୍ଟଙ୍କ ଆଦେଶକୁ ରଦ୍ଦ କରିଛନ୍ତି...
ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତାଙ୍କୁ ଛୁରୀଭୁସି ହତ୍ୟା
କଳାହାଣ୍ଡି: ମଦନପୁର ରାମପୁର ବ୍ଲକ୍ ଅନ୍ତର୍ଗତ ଡମକରଲା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରଯାଇଛି lଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି।...
ରାଜଧାନୀରେ ଚାଞ୍ଚଲ୍ୟ: ପାନ ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ପାନ ଦୋକାନୀଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗ୍ୟାରେଜ୍ ଛକ ଗାୟତ୍ରୀ ବସ୍ତି ନିକଟରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ଯୁବକଙ୍କ...
ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି
ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି ଅନୁସାରେ, ସୁରକ୍ଷା ବାହିନୀର ଗୁଳିଚାଳନାରେ...
କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ ପାଇଁ ୧୦,୦୦୦ ମିଟର ଦୌଡ଼ରେ...

















