ଭାଙ୍ଗିଗଲା ଟ୍ରମ୍ପଙ୍କ ସ୍ବପ୍ନ
ଟ୍ରମ୍ପଙ୍କୁ ମିଳିଲାନାହିଁ ନୋବେଲ ଶାନ୍ତି ପୁରସ୍କାର ।୨୦୨୫ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ପାଇଁ ଭେନଜୁଏଲାର ମାରିଆ କୋରୀନା ମଚାଡୋ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି...
ପାକିସ୍ତାନୀ ମହିଳାଙ୍କୁ ଆତଙ୍କବାଦୀ ଟ୍ରେନିଂ ଦେଉଛି ଜୈସ-ଏ-ମହମ୍ମଦ
ଆତଙ୍କବାଦୀ ସଂଗଠନ ଜୈସ୍-ଏ-ମହମ୍ମଦ ଏବେ ମହିଳାମାନଙ୍କୁ ନିଯୁକ୍ତି ଦେବା ଆରମ୍ଭ କରିଛି । ଏହି ମହିଳା ଶାଖାର ନାମ ଜମାତ-ଅଲ-ମୋମିନତ ରହିବ। ସେମାନଙ୍କୁ ସ୍ୱତନ୍ତ୍ର ଭାବେ ଟ୍ରେନିଂ ମଧ୍ୟ ଦିଆଯିବାର ବ୍ୟବସ୍ଥା ରହିଛି । ଜୈସ୍ ଏହାର...
କଟକ ଗଣ୍ଡଗୋଳରେ ଗିରଫ ହେଲେ ଆଉ ୩ ଅଭିଯୁକ୍ତ
କଟକର ଦଶହରା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ପୂର୍ବରୁ ୬ ଜଣ ଗିରଫ ହୋଇଥିଲେ, ଏବେ ମୋଟ ଗିରଫ ସଂଖ୍ୟା ୯ରେ...
ଟ୍ରମ୍ପଙ୍କ ଶାନ୍ତି ଯୋଜନାକୁ ଇସ୍ରାଏଲ ଏବଂ ହମାସର ସହମତି
ଆମେରିକାର ମଧ୍ୟସ୍ଥତାରେ ହୋଇଥିବା ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟକୁ ଇସ୍ରାଏଲ ଏବଂ ହମାସ ସହମତ କରିଛନ୍ତି। ଏହା ସମ୍ବନ୍ଧରେ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ନିଷ୍ପତ୍ତିକୁ ...
ଟ୍ରମ୍ପ୍ଙ୍କୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଚେତାବନୀ
୨୦୨୩ ଅକ୍ଟୋବର ୭ରେ ଗାଜା ଶାସକ ସଂଗଠନ ହମାସ୍ ଇସ୍ରାଏଲ୍ ଉପରେ ଆକ୍ରମଣ ଆରମ୍ଭ କରିଥିଲା। ଏହି ଆକ୍ରମଣରେ ୧,୨୦୦ ଜଣଙ୍କ ମୃତ୍ୟୁ ଘଟିଥିଲା ଏବଂ ୨୫୧ ଜଣକୁ ହମାସ୍ ପଣବନ୍ଦୀ କରିନେଇଥିଲା। ଏହା ପରେ...
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ୍. ସନ୍ତୋଷ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ସେ ଯୋଗ ଦେବେ। ତାଙ୍କ ସହ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଉପସ୍ଥିତ ରହିବେ।...
ଏସ୍ଆଇ ଘୋଟାଲା ମାମଲାରେ ୧୧୯ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ
ପୋଲିସ ସବ୍ଇନସ୍ପେକ୍ଟର ପରୀକ୍ଷା ଘୋଟାଲା ମାମଲାରେ ଗିରଫ ହୋଇଥିବା ଦଲାଲ ଓ ପରୀକ୍ଷାର୍ଥୀଙ୍କୁ ବଡ଼ ଝଟକା ଲାଗିଛି। ବ୍ରହ୍ମପୁର ଜେଏମଏଫସି କୋର୍ଟ ସମସ୍ତ ୧୧୯ ଜଣ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ...
ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ
ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ । ଜଣେ...
ଧମକ ଦେଲେ ଡୋନାଲ୍ଡ ଟ୍ରମ୍ପ୍
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆମେରିକାର ସହରଗୁଡ଼ିକରେ ସାମରିକ କର୍ମଚାରୀଙ୍କ ନିୟୋଜନ ବୃଦ୍ଧି କରିବା ପାଇଁ ସଂଘୀୟ ବିଦ୍ରୋହ ବିରୋଧୀ ଆଇନ ଲାଗୁ କରିବାକୁ ଧମକ ଦେଇଛନ୍ତି। ଏହା ରାଷ୍ଟ୍ରପତିଙ୍କ କ୍ଷମତାକୁ ନେଇ ଡେମୋକ୍ରାଟିକ୍ ଶାସିତ ସହରଗୁଡ଼ିକ ସହିତ...




















