30.6 C
Bhubaneswar
Wednesday, July 29, 2026
-Advertisement-

ବଜେଟରେ ଓଡିଶାକୁ ଗୁରୁତ୍ୱ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ,...

ବଜେଟ୍ ୨୦୨୬-୨୭ରେ ଗରିବ ଓ ଅସହାୟ ମହିଳାଙ୍କ ବିକାଶ ଉପରେ ଅଧିକ ଫୋକସ୍

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ପ୍ରଥମ ବଜେଟରେ ସରକାର ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ପାଇଁ ନିଜର ସଂକଳ୍ପ ଦୋହରାଇଛନ୍ତି। ଏହି ସଂକଳ୍ପକୁ ପୂରା...

ସଂସଦରେ ଉପସ୍ଥାପିତ ହେଲା ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌

ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ହୋଇଛି । ଆଜି ୯ମ ଥର ପାଇଁ ନିର୍ମଳା ସୀତାରମଣ ଏହି ବଜେଟ୍‌ ଆଗତ କରିଛନ୍ତି। ଏଥର ବଜେଟରେ ଅର୍ଥମନ୍ତ୍ରୀ ବିଭିନ୍ନ ବଡ଼ ଘୋଷଣା କରିଛନ୍ତି । ଚଳିତ...

ମହିଳା ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାରଙ୍କ ଧର୍ମପତ୍ନୀ

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ, ସ୍ୱର୍ଗତ ଅଜିତ ପାୱାରଙ୍କ ଧର୍ମପତ୍ନୀ ସୁନେତ୍ରା ଅଜିତ ପାୱାର । ଆଜି,ଲୋକ ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଏବଂ ଗୋପନୀୟତାର ଶପଥ ପାଠ...

ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ, ଜଣେ ଛାତ୍ରୀ ମୃତ

ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲାକ ଚାଟିକଣା ପଞ୍ଚାୟତ ବାରିଗୁଡ଼ା ଗ୍ରାମର ନଳିନୀ ବିଦ୍ୟାମନ୍ଦିରରେ ଝାଡ଼ାବାନ୍ତି ଆକ୍ରାନ୍ତରେ ଜଣେ ଛାତ୍ରୀଙ୍କ ଜୀବନ ଚାଲି ଯାଇଛି ଓ ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ସମସ୍ତଙ୍କୁ ବିଷମକଟକ...

ଫେବୃଆରି ୩ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ୩ ତାରିଖ ଦିନ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟରରେ ହେଲିପ୍ୟାଡରେ ଅବତରଣ କରି ସିଧାସଳଖ ଲୋକଭବନ ଅଭିମୁଖେ...

ଅଡୁଆରେ ପଡିଲେ ପୁରୀ ଜିଲ୍ଲାପାଳ

ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି ପୁରୀର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲ୍ଲାପାଳ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇ ନ ଥିବା ଅଭିଯୋଗରେ ଜବାବ ତଲବ...

ଫେବୃଆରୀରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ

ଫେବୃଆରୀ ୨୦ ତାରିଖରେ ଆଗତ ହେବ ଓଡ଼ିଶା ବଜେଟ୍ । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ୨୦୧୬-୨୭ ଆର୍ଥିକ ବର୍ଷ ପାଇଁ ଏବେ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍...

ପାନ ମସଲା ଉପରୁ ସରକାର ହଟାଇଲେ କଟକଣା

ରାଜ୍ୟରେ ନିଶା ଦ୍ରବ୍ୟରେ ଆସୁଥିବା ଗୁଟଖା ବିକ୍ରି ବନ୍ଦ ହୋଇଥିବା ବେଳେ ପାନ ମସଲାକୁ ନେଇ ଏବେ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ, ରାଜ୍ୟରେ ପାନ ମସଲା ବିକ୍ରି ବନ୍ଦ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଭିଜିଲାନ୍ସ ଜାଲରେ ପଡ଼ିଲେ ଏସସିବି ଡାକ୍ତର

ଭିଜିଲାନ୍ସ ଜାଲରେ ପଡ଼ିଲେ ଏସସିବି ମେଡିକାଲର ହେପାଟୋଲୋଜି ଆସୋସିଏଟ ପ୍ରଫେସର ଡାକ୍ତର ସନାତନ ବେହେରା । ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ବେନିୟମରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଆଜି ତାଙ୍କୁ ଧରିଛି । ଗୁରୁବାର ଅପରାହ୍ନରେ...
- Advertisement -

Latest article

ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି...

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...